Detain jail

ଦୁଷ୍କର୍ମ ଅଭିଯୋଗରେ ତିନି ଜଣ ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଆଜି ଏକ ଦୁଷ୍କର୍ମ ସଂଙ୍କ୍ରାନ୍ତୀୟ ମାମଲାର ବିଚାରକରି ମାନ୍ୟବର ଜିଲା ଓ ଦୈାରାଜଜ୍ ସୁଦୀପ୍ତ ଆଚାର୍ଯ୍ୟ ତିନି ଜଣ ଅଭିଯୁକ୍ତ କୁ ଦଫା ୩୭୬(୨) (ଏଲ) ଦଶ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଦଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ଦଫା ୩୭୬(ଡି) ଅନୁଯାୟୀ ଆଜୀବନ ସଶ୍ରମ କାରାଦଣ୍ଡ ସମେତ ଦଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ […]

Read More Text.
B4053f11 f938 4a20 917f 608edbc638e7

କୁଳସରିଚୁଆଁରେ ଆଇନ ସଚେତନତା: ସହଜ ନ୍ୟାୟ ଓ ସରକାରୀ ଯୋଜନା ଉପରେ ଗୁରୁତ୍ୱ

କଟକ: ଜିଲ୍ଲା ଆଇନ ସେବା ପ୍ରାଧୀକରଣ (ଡିଏଲ୍‌ଏସ୍‌ଏ), କଟକ ଏବଂ କୁଳସରିଚୁଆଁ ପ୍ରାଥମିକ କୃଷି ସମବାୟ ସମିତିର ମିଳିତ ଆନୁକୂଲ୍ୟରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରର ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକଙ୍କୁ ଆଇନଗତ ସେବା ଏବଂ ବିଭିନ୍ନ ସରକାରୀ ଯୋଜନା ବିଷୟରେ ସଚେତନ କରାଇବା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧୀକରଣର ସଚିବ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ଜେନା, ଆଇନଜୀବୀ […]

Read More Text.
Untitled 1 copy

ଚାରିଧାମ ଯାତ୍ରା ପାଲଟିଲା କାଳ: ୩୫ ବର୍ଷ ପରେ ମିଳନ, ପ୍ରକୃତି କୋଳରେ ହଜିଗଲେ ୨୪ ସ୍କୁଲ ସାଙ୍ଗ

ପୁଣେ: ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଓ ଭୟଙ୍କର ଭୂସ୍ଖଳନ ଯୋଗୁଁ ସ୍ଥିତି ସଙ୍ଗୀନ ରହିଛି। ଶହ ଶହ ରାସ୍ତା ଭାସିଯାଇଥିବା ବେଳେ ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଏହି କାରଣରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ପ୍ରବଳ ବାଧା ସୃଷ୍ଟି ହେଉଛି ଏବଂ ନିଖୋଜ ଲୋକଙ୍କୁ ଖୋଜିବା କାର୍ଯ୍ୟ ମନ୍ଥର ହୋଇପଡ଼ିଛି। ଏହି ଭୟାବହ ପ୍ରାକୃତିକ ବିପର୍ଯ୍ୟୟ ମଧ୍ୟରେ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି, ଯେଉଁଠି ୩୫ ବର୍ଷ ପରେ ଏକାଠି ହୋଇ […]

Read More Text.
Ppp

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା: ଭାଇ-ଭଉଣୀର ସ୍ନେହ ଓ ସମର୍ପଣର ଅନନ୍ୟ ପରମ୍ପରା

ପୁରୀ : ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା | ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ ସମଗ୍ର ଭାରତରେ ପାଳନ ହେଉଥିବା ରାକ୍ଷୀ ପୂର୍ଣ୍ଣିମାର ଏକ ସ୍ୱତନ୍ତ୍ର ଓ ଅନନ୍ୟ ଝଲକ ଦେଖିବାକୁ ମିଳେ ଶ୍ରୀକ୍ଷେତ୍ର ପୁରୀରେ। ଏଠାରେ ଏହି ପର୍ବକୁ “ଗହ୍ମା ପୂର୍ଣ୍ଣିମା” ଭାବରେ ପାଳନ କରାଯାଏ ଏବଂ ଏହା କେବଳ ଭାଇଭଉଣୀର ସ୍ନେହର ବନ୍ଧନ ନୁହେଁ, ବରଂ ଏହା ସହିତ ଯୋଡି ହୋଇ ରହିଛି ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସବ | ଏହି ଦିନ ମାନବୀୟ […]

Read More Text.
Sp

ଯୁବତୀ ଜିଅନ୍ତା ଜଳିଯିବା ଘଟଣା, ଆତ୍ମହତ୍ୟା ଭଳି ଲାଗୁଛି କହିଲେ ଏସପି

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଏସପି ସିଦ୍ଧାର୍ଥ କାଟାରିଆ । ଏସପି କହିଛନ୍ତି ଯେ ପ୍ରଥମେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ କରୁଛୁ । ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଭଳି ଜଣାପଡିଛି । କାରଣ ସବୁ ବାଟ ବନ୍ଦ ଥିଲା, ତେଣୁ ଏହା ଆତ୍ମହତ୍ୟା ଭଳି ଲାଗୁଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ଯଦି ଆତ୍ମହତ୍ୟା କରିଛନ୍ତି […]

Read More Text.
2 1754561550019

‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ବର ୭।୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ । ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମରେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । କାର୍ଯ୍ୟକର୍ମର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ସଙ୍କଟରୁ ଉଦ୍ଧାର କରି ତାକୁ ପୁନର୍ଜିବିତ କରିବା ଆମ ଦାୟିତ୍ୱ […]

Read More Text.
2 183 1754570106295

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ହାଇଓ୍ବା ଚାପାରେ ଚାଲିଗଲା ବାପା-ଝିଅଙ୍କ ଜୀବନ

ପାରାଦୀପ: ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ କୋଠିଆସାହି ନିକଟରେ। ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ସୂଚନା ଅନୁଯାୟୀ, ପ୍ରତିଦିନ ପରି ଷଣ୍ଢପୁର ଗ୍ରାମର ରାଜକିଶୋର ବିଶ୍ଵାଳ ନିଜ ଝିଅ ଲୋରି ବିଶ୍ଵାଳଙ୍କୁ ସ୍କୁଲରୁ ଧରି ବାଇକ ଯୋଗେ ଘରକୁ ଫେରୁଥିଲେ। ହେଲେ କୋଠିଆସାହି ନିକଟରେ ଏକ ଦ୍ରୁତଗାମୀ ହାଇୱା ସେମାନଙ୍କୁ ଧକ୍କା ଦେବାରୁ […]

Read More Text.
Pratap deb newsroom odisha 1 300x160

କେନ୍ଦ୍ରାପଡା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

କେନ୍ଦ୍ରାପଡା : କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା ତେବେ ଆଜି ସେ ଛାତ୍ରୀ ଜଣକ ଜୀବିତ ରହିଥାନ୍ତେ । ପୁଲିସ ପାଖକୁ ଏଲତଲା ଦେବାକୁ ଯାଇଥିବା ବେଳେ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ ନେଇ ଅଶ୍ଳୀଳ […]

Read More Text.
Whatsapp image 2025 08 07 at 7.01.07 pm 1068x801

ବେଆଇନ ପିସ୍ତଲ କାରବାର କରୁଥିବାବେଳେ ମାଡ଼ି ବସିଲା ପ୍ଲାଣ୍ଟସାଇଟ ଥାନା ପୋଲିସ

ରାଉରକେଲା : ରାଉରକେଲା ପ୍ଲାଣ୍ଟ ସାଇଟ ଥାନା ପୋଲିସକୁ ସଫଳତା । ଏସଆଇ ଏସ.ପ୍ରଧାନ ପୋଲିସ ଟିମ୍ ସହ ପାଟ୍ରୋଲିଂ କରୁଥିବା ବେଳେ ଜବତ କରିଛି ଅସ୍ତ୍ରଶସ୍ତ୍ର ଗୁଳି । ବେଆଇନ ଅସ୍ତ୍ର କାରବାର ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ ବେଳେ ଗୁଳି, ଅଗ୍ନି ବାହକ ଅସ୍ତ୍ର ଆଦି ଜବତ କରିଛି ପୋଲିସ । ୧୦ଟି ପିସ୍ତଲ ୬ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରିବା ସହ ଏଥିରେ ସମ୍ପୃକ୍ତ ରାଜେଶ ସାହୁକୁ ପୋଲିସ […]

Read More Text.
Kendrapada 750x430

ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡି ଘଟଣା: ବଦଳିଲେ ଗ୍ରାମାଞ୍ଚଳ ଏସଆଇ, କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲେ ପରିବାର

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଜିଲ୍ଲାରେ ଘଟିଥିବା ଅଘଟଣରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗ୍ରାମାଞ୍ଚଳ ଏଏସଆଇ ସୀମାଞ୍ଚଳ ପଲେଇଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି । ପୂର୍ବରୁ ପୀଡ଼ିତାଙ୍କ ଏତଲା ରଖି ନଥିବା ଅଭିଯୋଗ ହୋଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ପରେ ଗତକାଲି ଗଣମାଧ୍ୟମରେ ଖାମଖିଆଲି ଭାବେ ମନ୍ତବ୍ୟ ମଧ୍ୟ ଦେଇଥିଲେ, ଯାହାକୁ ନେଇ ଏହି କାର୍ଯ୍ୟନୁଷ୍ଠାନ ନିଆଯାଇଛି । ଅନ୍ୟପଟେ ଏସପି ନିଜେ ଏହି ଘଟଣାରେ ଗ୍ରାଉଣ୍ଡ ଜିରୋରେ ତଦନ୍ତ କରୁଛନ୍ତି । […]

Read More Text.