ବ୍ରହ୍ମପୁରରେ ନୁହେଁ ଝାରସୁଗୁଡାରେ ହେବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !
ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ। ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ […]
Read More Text.