ବାମନଘାଟି ଉପଖଣ୍ଡସ୍ତରୀୟ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ
ପଂଜିକୃତ ୨୦୫ ଟି ଅଭିଯୋଗର ମଧ୍ୟରୁ ୨ ଟି ତତ୍କାଳ ସମାଧାନ ପ୍ରତି ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ପାଇଁ ଗ୍ରାମାଞ୍ଚଳବାସୀଙ୍କ ଗୁହାରୀ ବାରିପଦା :ଆଜି ବାମନଘାଟୀ ଉପଖଣ୍ଡ ଅଧିନସ୍ତ ତିରିଂ ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ […]
Read More Text.