କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବଙ୍କ ୨ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ
ବାରିପଦା : କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବ ଶ୍ରୀ ନିହାର ରଞ୍ଜନ ଦାଶ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଳାରେ ରାଜସ୍ବ ବିଭାଗ ଅଧୀନରେ ଚାଲିଥିବା ରାଜସ୍ବ ସମ୍ଭନ୍ଧିତ କାର୍ଯ୍ୟର ସମୀକ୍ଷା କରିଥିଲେ । ଉକ୍ତ ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ଉପଜିଲ୍ଲାପାଳ ଡ଼ ଦୟାସିନ୍ଧୁ ପରିଡା, କପ୍ତିପଦା ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ, କରଞ୍ଜିଆ […]
Read More Text.