ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ବୟସ୍କ ଓ ଦୁର୍ବଳମାନଙ୍କୁ ଦିଆଯିବ ପ୍ରାଥମିକତା
ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ । ୬୦ ବର୍ଷ ପରେ ହିତାଧିକାରୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ । ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ଅଧିକ ପ୍ରାଥମିକତା ଦିଆଯିବ । ମଧୁ ବାବୁ ପେନସନ ଯୋଜନା (MBPY) ଏବଂ […]
Read More Text.