ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହାତୀପଲ, ଶହଶହ ହେକ୍ଟର ଧାନ ଗଛ କଲେ ନଷ୍ଟ
ଅନୁଗୁଳ: ଜଙ୍ଗଲ ଛାଡ଼ି ଗାଁ ମୁହାଁ ହାତୀପଲ । ଅନୁଗୁଳରେ ହାତୀପଲଙ୍କ ଉତ୍ପାତ । ହାତୀପଲଙ୍କୁ ଦେଖି ଭୟଭୀତ ଲୋକେ । ଅନୁଗୁଳ ଜିଲ୍ଲା ନୂଆ ସାହି, କାଙ୍ଗୁଲା ଓ ଗୋପୀନାଥପୁର ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଛନ୍ତି । ଶହଶହ ହେକ୍ଟର ଧାନ ଗଛ ଦଳିଚକଟି କରି ଧାନ ଫସଲ କ୍ଷୟକ୍ଷତି କରିଛନ୍ତି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇଛନ୍ତି ହାତୀପଲ। ଗତକାଲି ରାତି ୧୦ଟା ସମୟରେ ପ୍ରାୟ ୪୦ରୁ ଅଧିକ ହାତୀ […]
Read More Text.