ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନାର ରଥଯାତ୍ରା ସ୍ୱତନ୍ତ୍ର ସେବା ଶିବିର
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍.ଏସ୍.ଏସ୍.) ବ୍ୟୁରୋ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ‘ରଥଯାତ୍ରା ସ୍ୱତନ୍ତ୍ର ସେବା ଶିବିର–୨୦୨୬’ ଆୟୋଜିତ ହୋଇଯାଇଛି । ଏହି ସେବା ଶିବିରକୁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି ଉଦ୍ଘାଟନ କରି ନିଜ ବକ୍ତବ୍ୟରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ରଥଯାତ୍ରାରେ ଏନ୍.ଏସ୍.ଏସ୍. ସ୍ୱେଚ୍ଛାସେବୀମାନଙ୍କର ନିଷ୍ଠାପର ସେବା ବିଶ୍ୱବିଦ୍ୟାଳୟ ପାଇଁ ଗର୍ବର ବିଷୟ ଏବଂ ସମାଜ ପାଇଁ ପ୍ରେରଣାଦାୟକ ବୋଲି କହିବା ସହ ଯୁବପିଢ଼ି ମଧ୍ୟରେ […]
Read More Text.