ଶିଳାନ୍ୟାସକୁ ୨ବର୍ଷ ପୂରିଲା; ଅଧୁରା ରହିଗଲା ବ୍ଲକସ୍ତରୀୟ ବସ୍ଷ୍ଟାଣ୍ଡ ନିର୍ମାଣ ସ୍ୱପ୍ନ, ଫଳକରେ ସୀମିତ ଯୋଜନା
ଆଗରପଡ଼ା :ଗତ ବର୍ଷ ୨୦୨୩ ଅଗଷ୍ଟ ମାସରେ ଆଗରପଡ଼ା ଠାରେ ବ୍ଲକସ୍ତରୀୟ ବସଷ୍ଟାଣ୍ଡ ନିର୍ମାଣ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ଶିଳାନ୍ୟାସ କରିଥିଲେ । ସ୍ଥାନୀୟ ଡାଏଟ ନିକଟସ୍ଥ ପୁରୁଷଣ୍ଢ ମୌଜାର ଖାତା ନଂ ୧୫୨୪ ଓ ପ୍ଲଟ ନଂ ୩୧୨ କିସମ ପତିତ ପ୍ରାୟ ଶହେ ଡ଼ିସିମିଲ ପରିମିତ ଜମିରେ ବସଷ୍ଟାଣ୍ଡ ନିର୍ମାଣ କରାଯିବାକୁ ସ୍ଥିର କରାଯାଇଥିଲା । ନିର୍ମାଣ ବାବଦରେ ପ୍ରାୟ ଅଢେଇ କୋଟି ଖର୍ଚ୍ଚ ହେବାର ଯୋଜନା ଥିଲା । […]
Read More Text.