ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ଜାରି ରହିଛି । ପୋଲିସର ଏନକାଉଣ୍ଟରରେ ୨ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ୨ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି ସୁରକ୍ଷାକର୍ମୀ । ପୋଲିସର ଏନକାଉଣ୍ଟରରେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ରହିଛି […]
Read More Text.