ଏଏସଆଇ ଫଟୋ ବିବାଦ ଓ ଆଇନଶୃଙ୍ଖଳା ବିପର୍ଯ୍ୟୟ : ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି, ଛାତ୍ର ଆନ୍ଦୋଳନ ଡାକରା
ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଓ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟର ନୂତନ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରାଯିବା ଘଟଣାକୁ ନେଇ ବିଜେଡି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଏହା ବିରୋଧରେ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛି। ଅଗଷ୍ଟ ୧ରୁ ଛାତ୍ର ଆନ୍ଦୋଳନ ବିଜେଡି ବିଧାୟକ ଦେବୀ […]
Read More Text.