ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଗେଟ୍ ପରୀକ୍ଷା ବିଷୟରେ ସଚେତନତା କାର୍ଯ୍ୟକ୍ରମ
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଗେଟ୍ ପରୀକ୍ଷା ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥିଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ଗବେଷଣା ଓ ବିକାଶ ସେଲ୍ ଓ ଆଇ.ଆଇ.ଟି. ଖଡଗପୁର ଜୋନାଲ୍ ଅଫିସ୍ର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଇ.ଆଇ.ଟି. ଖଡଗପୁରର ପ୍ରଫେସର ଅଜୟ ସିଦ୍ପାରା ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନଙ୍କୁ ଗେଟ୍ ପରୀକ୍ଷାର ପ୍ରକିୟା, ପରୀକ୍ଷା ପଦ୍ଧତି ଓ ସର୍ବୋପରି ଗେଟ୍ […]
Read More Text.