ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରସ୍ତୁତି ଜୋରଦାର : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ । ବାହୁଡ଼ା ଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହେଉଛି। ବୈଠକରେ […]
Read More Text.