ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ
ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ । ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ଦୁଇ ମୃତକ ଭୀମସାରର ଶେଷ ବର୍ଷର ବୋଲି ଜଣା ପଡ଼ିଛି। ନୂଆଦିଲ୍ଲୀର ନଜଫଗଡ଼, ନନ୍ଦଲୋଇ ଅଞ୍ଚଳର ସୁନୀଲ ପୁରୀଙ୍କ ପୁଅ ସନ୍ଦୀପ ପୁରୀ (୨୪) ଓ ରାଜସ୍ଥାନ […]
Read More Text.