Flood situation 1

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବିପଦ ସଙ୍କେତ ଟପିଲା ବୈତରଣୀ, ରାଜ୍ୟରେ ବିଭିନ୍ନ ପୋଲ ଉପରେ ଚାଲୁଛି ପାଣି

ଭୁବନେଶ୍ୱର : ବିପଦ ସଙ୍କେତ ଟପିଲା ବୈତରଣୀ । ପ୍ରବଳ ବର୍ଷା ଯୋଗୁ ବଢୁଛି ବୈତରଣୀ ନଦୀର ଜଳସ୍ତର । ଆନନ୍ଦପୁରରେ ବିପଦ ସଙ୍କେତ ୩୮.୩୬୦ ଥିବାବେଳେ ଏବେ ୩୮.୫୨୦ ରହିଛି। ସେପଟେ ଚମ୍ପୁଆରେ ୯୭.୨୦ ମିଲିମିଟର ବର୍ଷା ହୋଇଛି । ପ୍ରଭାବରେ ବୈତରଣୀ ନଦୀର ଜଳସ୍ତର ବଢୁଛି । ସେହିପରି ଇବ ନଦୀରେ ପ୍ରଥମ ବନ୍ୟା ଦେଖା ଦେଇଛି । ଲଗାଣ ବର୍ଷାରେ ବଢୁଛି ନଦୀର ଜଳସ୍ତର। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି […]

Read More Text.
Pinak

ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପୋଲିସ

ପୁରୀ : ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପଡିଛି ପୁରୀ ପୋଲିସ । ଭୁବନେଶ୍ୱର ଏମ୍ସ ଓ ଦିଲ୍ଲୀ ଏମ୍ସ ଭିତରେ ପୀଡିତା ଦେଇଥିବା ବୟାନରେ ଫରକ ଥିବା ସୂଚନା ମିଳିଛି । ସେଥିପାଇଁ ପୁଣିଥରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡିତାଙ୍କ ବୟାନ ରେକର୍ଡ ହେବ ବୋଲି କୁହାଯାଇଛି । ପୀଡିତା ସୁସ୍ଥ ହେବାପରେ ହିଁ ଘଟଣା ଉପରୁ ସସପେନ୍ସ ଉଠିପାରିବ । ତେଣୁ ଦିଲ୍ଲୀରୁ ଫେରିଥିବା କ୍ରାଇମବ୍ରାଞ୍ଚ ଟିମ ସହ ପୁରୀ ଏସପି ଏ ବାବଦରେ […]

Read More Text.
Ps 1

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର  ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ।  ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ ପ୍ରଧାନ ଶିକ୍ଷକଙ୍କ ନିକଟରେ ୧୭ ଜଣ ଛାତ୍ରୀ ଦେଇଛନ୍ତି ଲିଖିତ ଅଭିଯୋଗ ।  ସପ୍ତମ ଶ୍ରେଣୀର ୭ ଜଣ ଓ ୧୦ ମ ଶ୍ରେଣୀର ୧୦ ଜଣ ଛାତ୍ରୀ କରିଛନ୍ତି ଅଭିଯୋଗ  ।  ପ୍ରଧାନ […]

Read More Text.
Nep

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼ କେଜି ସୁନା, ୪ କେଜି ୬୩୭ ଗ୍ରାମ ରୁପା ଜବତ ହୋଇଥିଲା। ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରୁ ନଗଦ କୋଟିଏ ୪୩ ଲକ୍ଷରୁ ଅଧିକ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଯାଞ୍ଚ ବେଳେ […]

Read More Text.
Gun

ଅପରାଧୀ ଗ୍ୟାଙ୍ଗର ୬ ସଦସ୍ୟ ଗିରଫ, ପାଞ୍ଚ ବନ୍ଧୁକ ଜବତ

କଟକ : କମିଶନରେଟ ପୋଲିସକୁ ବଡ ସଫଳତା । ପାଞ୍ଚଟି ବନ୍ଧୁକ ଜବତ କରିଛି କଟକ ମାଲଗୋଦାମ ଥାନା ପୋଲିସ । ଏକ ଅପରାଧୀ ଗ୍ୟାଙ୍ଗର ୬ ଜଣ ସଦସ୍ୟଙ୍କୁ ଧରିଛି କମିଶନରେଟ ପୋଲିସ । ୧୩ ଟି ଜୀବନ୍ତ ଗୁଳି, ତିନିଟି ମୋବାଇଲ ଫୋନ୍ ମଧ୍ୟ ଜବତ୍ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ରେଡ କରିଥିଲା ପୋଲିସ। ଆଜି ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଥିଲେ ଦୈତନଗରୀ ପୋଲିସ […]

Read More Text.
Manmohan samal 3

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଉ ଏହି ଦିଲ୍ଲୀ ଗସ୍ତ ଚର୍ଚ୍ଚାର ବିଷୟ ଥିଲା। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦିଲ୍ଲୀରେ ମନମୋହନ ସାମଲ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଭେଟି କଥା ହୋଇଥିଲେ। ଏହାସହ ଦଳର ରାଷ୍ଟ୍ରୀୟ ସମ୍ପାଦକ ବି ଏଲ ସନ୍ତୋଷଙ୍କୁ ସାକ୍ଷାତ କରିଥିଲେ। ଏହି ଗସ୍ତ ସମୟରେ ସେ ଦଳର ୧୮ […]

Read More Text.
Safei

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ଜୀବନବୀମା

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର ଜୀବନବୀମା ଦେବେ ସରକାର । ଏନେଇ ଲୋକସେବା ଭବନରେ ଗରିମା କାର୍ଯ୍ୟକ୍ରମରେ ଘୋଷଣା କଲେ CM । ଭୁବନେଶ୍ୱର ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରରେ ସଫେଇ କର୍ମଚାରୀ ମାନଙ୍କ ପାଇଁ ଆୟୋଜିତ ଜାତୀୟ କର୍ମଶାଳାରେ […]

Read More Text.
Screenshot 2025 07 26 080725 750

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ବୃଦ୍ଧି ହେଲା ଜେଲ୍ ଅବଧି

ବାଲେଶ୍ବର: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା । ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି। ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି କରାଯାଇଛି। ଗତକାଲି ଭିସିରେ ଏସଡିଜେଏମଙ୍କ ନିକଟରେ ହାଜର ହୋଇଥିଲେ ସମୀର। ଜୀବନ ହରିବାକୁ ଉଦ୍ୟମ କରିଥିବା ଛାତ୍ରୀଙ୍କୁ ନିର୍ଯ୍ୟାତନା ଅଭିଯୋଗରେ ଗିରଫ ହୋଇଥିଲେ […]

Read More Text.
Img 20250725 wa0173

ଲୁହାଶିଳା ଆର.କେ. କଲେଜ ରେ “ବନ ମହୋତ୍ସବ” ପାଳିତ

ବାରିପଦା: ମୟୂରଭଂଜ ଜିଲ୍ଲାର ବିଜାତଳା ବ୍ଲକ ଅନ୍ତର୍ଗତ ସ୍ଥାନୀୟ ରଜନୀକାନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କଲେଜ ଅଧ୍ୟକ୍ଷ  କବି ସଂଗ୍ରାମ ଶତପଥୀଙ୍କ ପୌରୋହିତ୍ୟରେ ବୃକ୍ଷ ରୋପଣ ଓ ବନ ମହୋତ୍ସବ କାର୍ଯ୍ୟକ୍ରମ ଜୁଲାଇ ୨୫ ଶୁକ୍ରବାର  ଦିନପାଳିତ ହୋଇଯାଇଛି। ଜୁଲାଇ ମାସରେ ପାଳିତ ହେଉଥିବା ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ କଲେଜର ଅଧ୍ୟାପକମାନେ ଉପସ୍ଥିତ ରହି “ମା ପାଇଁ ଗଛଟିଏ” ବିଷୟ ଉପରେ ଆଲୋକପାତ କରିବା ସହ ବୃକ୍ଷ ହିଁ ଜୀବନ ‘ବୋଲି ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। […]

Read More Text.
Img 20250725 wa0179

ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା 

ବାରିପଦା : ମୟୁରଭଞ୍ଜର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିଭୁତି ଭୂଷଣ ନାୟକ ଙ୍କୁ  ଆଜି ଜିଲ୍ଲା ପ୍ରଶାସନ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଥିଲା।  ଆଜି ଅପରାହ୍ନରେ ଜିଲ୍ଲlପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ବିଦାୟୀ ଅତିରିକ୍ତ ଜିଲ୍ଲାପାଳ  ଶ୍ରୀ ନାୟକଙ୍କ ପାଇଁ ଏକ ବିଦlୟୀ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ବିଦାୟୀ ଅତିରିକ୍ତ ଜିଲ୍ଲାପାଳ  ଶ୍ରୀ ନାୟକଙ୍କର ବୌଦ୍ଧ ଜିଲ୍ଲାପାଳ ଭାବେ […]

Read More Text.