ବଡ଼ସାହି ଓ ବେତନଟୀ ବ୍ଲକ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ
୧୨୦୦ ରୁ ଉର୍ଦ୍ଧ ଅଭିଯୋଗର ହେଲା ଶୁଣାଣି ବାରିପଦା: ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ବଡ଼ସାହି ବ୍ଲକ ସମ୍ମିଳନୀ କକ୍ଷ ଠାରେ ବିଧାୟକ ବଡ଼ସାହି, ଶ୍ରୀ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ବଡ଼ସାହି ଓ ବେତନଟୀ ବ୍ଲକ ନିମନ୍ତେ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା, […]
Read More Text.