ଲଗାଣ ବର୍ଷାରେ ବେହାଲ ମାଲକାନଗିରି
ମାଲକାନଗିରି : ଲଗାଣ ବର୍ଷାରେ ବୁଡ଼ିଲା ପୋଲ । କାଲିମେଳା କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି । କାଲିମେଳାରୁ ପଡିଆ ଅଞ୍ଚଳକୁ ଯାତାୟାତ ଠପ ହୋଇଯାଇଛି । ମାଲକାନଗିରି ଜିଲ୍ଲା କାଲିମେଳାର କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ ଜିଲ୍ଲା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଲଗାଣ ବର୍ଷା ଯୋଗୁଁ ପୋଟେରୁ, mv90,ପାଙ୍ଗାମ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଯାହାଫଳରେ ନାହଁ ନଥିବା ସମସ୍ୟା ଭୋଗୁଛନ୍ତି ସାଧାରଣ […]
Read More Text.