ସ୍କୁଲରେ ରୋଷେଇ କରୁଥିବାବେଳେ ଟଳି ପଡିଲେ ରୋଷେଇଆ
ବାରିପଦା : ମୟୁରଭଞ୍ଜ ଜିଲ୍ଲା ବିଶୋଇ ବ୍ଳକର ତଳାପାତି ସରକାରୀ ସ୍କୁଲରେ ରୋଷେଇଆ ରବିବାର ମଧ୍ୟାହ୍ନରେ ରୋଷେଇ କରୁଥିବା ବେଳେ ଟଳି ପଡ଼ିଲେ ।ସୂଚନାଯୋଗ୍ଯ ଜାମଵିଲା ଗ୍ରାମର ହରିହର ନାଏକ(୫୪) ଏବଂ ତାଙ୍କ ପୁଅ ସହ ମିଶି ରଵିବାର ଦିନ ତଳାପାତି ସରକାରୀ ସ୍କୁଲ ହଷ୍ଟେଲରେ ଖରାବେଳେ ରୋଷେଇ ସାରି ପିଲାମାନଙ୍କୁ ପରଷିବା ପରେ ହଠାତ୍ ଦେହହାତ ଥରିଵା ସହ ଝାଳନାଳ ହୋଇ ଗୁରୁତର ଅସୁସ୍ଥତା ଅନୁଭୋଗ କରିଥିଲେ । ଛଟପଟ ଅବସ୍ଥାରେ ତୁରନ୍ତ ତାଙ୍କୁ ନିକଟସ୍ଥ […]
Read More Text.