ମଝି ନଈରୁ ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ
ମାଲକାନଗିରି : ମଝି ନଈରୁ ଉଦ୍ଧାର ହେଲେ ଯୁବକ । ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମବାହିନୀ । ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟ ସବେରୀ ନଦୀରେ ଯୁବକ ଜଣକ ଫସିଥିଲେ । ୨୪ ଘଣ୍ଟା ଧରି ମଝି ନଈରେ ଥିଲେ। ଆଜି ସକାଳୁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ନଦୀରେ ପ୍ରଖର ସ୍ରୋତ ଥିବାରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଥିଲା । ଶେଷରେ ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କରାଯାଇଛି । […]
Read More Text.