ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା; ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା । ଗରିଆବନ୍ଧ ଜିଲ୍ଲା ମେନପୁର ଥାନା କୁଲହାଡ଼ିଘାଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ । ଜବତ ସାମଗ୍ରୀ ମଧ୍ୟରେ ରହିଛି ସିଲାଇ ମେସିନ, ପିଟୁ ବ୍ୟାଗ୍, ଜୋତା, ଦରି,ଔଷଧ, ତଥା ଖାଦ୍ୟ ସାମଗ୍ରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ । ଏନେଇ ଏଫ ୬୫ ବାଟାଲିୟନ ସୂଚନା ଦେଇଛନ୍ତି । ବିଶେଷ ସୂତ୍ରରୁ ସୂଚନା ପାଇ ଛତିଶଗଡ଼ ରାଜ୍ୟ ସିଆରପିଏଫ ୬୫ ବାଟାଲିୟନ ଏରିଆ […]
Read More Text.