ରାଜ୍ୟର ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ ପଦ, ରେଭେନ୍ସାରେ ସର୍ବାଧିକ
ଭୁବନେଶ୍ଵର : ରାଜ୍ୟର ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଛି ଅଧ୍ୟାପକ ପଦ । ବିଧାନସଭା ଅଧିବେଶନରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି । ତା ଭିତରୁ ୨୬୦ ପ୍ରାଧ୍ୟାପକ ପଦ ଖାଲି ପଡ଼ିଥିବାବେଳେ, ୪୫୩ ଆସୋସିଏସ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲିପଡ଼ିଛି । ତେବେ ବିଶ୍ୱବିଦ୍ୟାଳୟ ଦୃଷ୍ଟିରୁ ଦେଖିଲେ ସବୁଠୁ ଅଧିକ ଅଧ୍ୟାପକ ମରୁଡି ଦେଖିବାକୁ ମିଳିଛି ରେଭେନ୍ସା ବିଶ୍ୱବିଦ୍ୟାଳୟରେ । ଏହାପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ । […]
Read More Text.