ଭିନ୍ନକ୍ଷମ ଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ ଦଶ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା
ବାରିପଦା: ଆଜି ଏକ ଦୁଷ୍କର୍ମ ସଂକ୍ରାନ୍ତୀୟ ମାମଲାର ବିଚାର କରି ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ (ପ୍ରଥମ) ତଥା ସ୍ପେଶାଲ ଜଜ ସତ୍ୟନାରାୟଣ ପାତ୍ର ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଘା ଥାନା ଅନ୍ତର୍ଗତ ଅଁଳା ଗ୍ରାମର ର ଭୁଷୁ ଏଲିଏସ ଦୁର୍ୟୋଧନ ମହାନ୍ତ (62) କୁ ଦଶ ବର୍ଷ ସଶ୍ରମ କାରାଦଣ୍ଡ ସମେତ ପଚାଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଛଅ ମାସ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି l ଏଥି ସହିତ […]
Read More Text.