ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ
ପୁରୀ : ସେପ୍ଟେମ୍ବର ୧୯ରୁ ହବିଷ୍ୟାଳିଙ୍କ ଅନଲାଇନ୍ ପଞ୍ଜୀକରଣ ଆରମ୍ଭ । https://edistrict.odisha.gov.inରେ ଆବେଦନ କରିପାରିବେ । ହବିଷ୍ୟାଳୀ ମାଆମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ । ହବିଷ୍ୟାଳୀ କେନ୍ଦ୍ରଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା’ ମାନଙ୍କର ଭଲ ଭାବେ ରହଣି ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ଆଲୋକ ବ୍ୟବସ୍ଥା,ସ୍ବାସ୍ଥ୍ୟ ସେବା ଇତ୍ୟାଦିକୁ ସୁନିଶ୍ଚିତ କରିବାକୁ ସେ […]
Read More Text.