ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, ଝାଡାବାନ୍ତିରେ ୧ ମୃତ୍ୟୁ
ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖାଯାଇଛି । ଓଭର ହେଡ୍ ଟ୍ୟାଙ୍କକୁ କ୍ଲୋରିଫିକେଶନ ସହ ବାଇପାସ ଉତ୍ସ କୌଣସି ପରିସ୍ଥିତିରେ ବ୍ୟବହାର ହେବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି । ବିଶୁଦ୍ଧ ପାନୀୟ ଜଳ ଯୋଗାଯାଉଛି। […]
Read More Text.