ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ: ୧୦ଜଣ ସଦସ୍ୟଙ୍କ ନାଁ ପ୍ରକାଶ ପାଇଲା
ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ୧୦ ସଦସ୍ୟଙ୍କୁ କମିଟିରେ ସ୍ଥାନ ମିଳିଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ ମହାପାତ୍ର, ରାମନାରାୟଣ ଗୋଚ୍ଛାୟତ, ରଘୁବୀର ଦାସ ମହାରାଜ, ପୂର୍ବତନ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁ, ଚାଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ ଏବଂ ମହେଶ କୁମାର ସାହୁ ସ୍ଥାନ ପାଇଛନ୍ତି । […]
Read More Text.