ପ୍ରଥମ ଥର ପାଇଁ ଅନୁଗୁଳ ବନଖଣ୍ଡକୁ ଆସିଲା ‘ଐରାବତ’
ଅନୁଗୁଳ: ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍ ‘ଐରାବତ’ । ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ ସ୍ଥାନାନ୍ତର ପାଇଁ ବ୍ୟବହାର କରାଯିବ। ଟ୍ରକ୍ଟି ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଭାବେ ନିର୍ମାଣ କରାଯାଇଛି । ହାତୀ ସ୍ଥାନାନ୍ତର ବେଳେ ଆବଶ୍ୟକ ହେଉଥିବା ସବୁ ଯନ୍ତ୍ରପାତି ଏଥିରେ ଉପଲବ୍ଧ ରହିଛି । ଏଥିରେ ସ୍ପତନ୍ତ୍ର ଲିଫ୍ଟ […]
Read More Text.