ରେଭେନ୍ସା କଲିଜିଏଟ ସ୍କୁଲର ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କଟକ : ଅନୁଷ୍ଠିତ ହୋଇ ଯାଇଛି କଟକ ରେଭେନ୍ସା କଲିଜିଏଟ ସ୍କୁଲର ୧୭୫ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବରେ ସାଂସଦ ଭର୍ତ୍ତୃହରି ମହତାବ ଯୋଗ ଦେଇଥିଲେ । ବିଶିଷ୍ଟ ଅତିଥି ଭାବରେ ବିଶିଷ୍ଟ ସଂଗୀତଜ୍ଞ ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବରେ ଜଷ୍ଟିସ ଲକ୍ଷ୍ମୀକାନ୍ତ ମହାପାତ୍ର, ସାଂସଦ ରୁଦ୍ରନାରାୟଣ […]
Read More Text.