Asemb

ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ଯୋଜନା କରୁଥିବା ବେଳେ ସରକାର ବି ବିରୋଧୀଙ୍କ ପ୍ରଶ୍ନ ଉତ୍ତର ଦେବାକୁ ପ୍ରସ୍ତୁତ ହୋଇପାରନ୍ତି । ଚଳିତବର୍ଷ ମୌସୁମୀ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିବାର […]

Read More Text.
Police

ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ

ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ ନେଇଯାଉଛନ୍ତି । ଆଉ ମହିଳାଙ୍କ ଶେଷକୃତ୍ୟ ମଧ୍ୟ କରିଛନ୍ତି । ହଁ ଆଜ୍ଞା, ପୋଲିସମାନେ ମୃତଦେହକୁ ଗାଁ ଲୋକଙ୍କ ସାହାଯ୍ୟରେ ନିଜେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନେଇ ଶବଦାହ କରିଛନ୍ତି । ଏଭଳି ଏକ ଦୁଖଃଦ […]

Read More Text.
Elephant 1

ଗୋଠଛଡ଼ା ଦନ୍ତାର ଆତଙ୍କ, ଘର ଭାଙ୍ଗିଲା ବୃଦ୍ଧାଙ୍କ ଜୀବନ ନେଲା

କେନ୍ଦୁଝର: ଆତଙ୍କ ଖେଳାଇଛି ଗୋଠ ଛଡ଼ା ଦନ୍ତା । ଦିନରେ ଲୁଚୁଛି, ରାତିରେ ଭାଙ୍ଗୁଛି । ହାତୀ ଆକ୍ରମଣରେ ପୁଣି ଜଣଙ୍କ ମୃତ୍ୟୁ । ଶୋଇଥିବା ବେଳେ ଘର ଭାଙ୍ଗି ଆକ୍ରମଣ କଲା ଗୋଠଛଡା ଦନ୍ତା । ଚିକିତ୍ସିତ ଅବସ୍ଥାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଚମ୍ପୁଆ ବ୍ଲକ ବର୍ଧନା ଗାଁରେ ଦେଖା ଯାଇଛି ଦନ୍ତା ଆତଙ୍କ । ଘରେ ପଶି ଗୋଠଛଡା ଦନ୍ତା କରିଥିଲା ଉତ୍ପାତ । ବିଳମ୍ବିତ ରାତିରେ ବର୍ଧନା ଗାଁର ଶରଧା ଖିଲାର […]

Read More Text.
Ama bus c

ରାସ୍ତା ମଝିରେ ଜଳିଗଲା ଆମ ବସ, ଅଳ୍ପେକ ବର୍ତ୍ତିଲେ ଯାତ୍ରୀ

ଖୋର୍ଦ୍ଧା:  ହୁ ହୁ ହୋଇ ଜଳିଗଲା ଆମ ବସ୍ ।  ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ ।  କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି ।  ତେବେ ବସ୍ ଭିତରୁ ସବୁ ଯାତ୍ରୀ ସୁରକ୍ଷିତ ବାହାରି ଯାଇଥିବା ସୂଚନା ମିଳିଛି । ଅଘଟଣରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ […]

Read More Text.
Fall v

ଘାଟି ତଳକୁ ଖସିଲା ଜିପ, ୧୫ ଯାତ୍ରୀ ଗୁରୁତର

ମାଲକାନଗିରି: ଘାଟି ତଳକୁ ଖସି ପଡିଲା ଜିପ ।  ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି ।  ଅଳ୍ପେକେ ବର୍ତ୍ତିଲେ ୨୫ରୁ ଅଧିକ ଯାତ୍ରୀ ।  କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବାୟାପଡା ଘାଟି ତଳକୁ ଖସି ପଡିଲା କମାଣ୍ଡର । ଘଟଣାସ୍ଥଳରେ କୁଡୁମୁଲୁଗୁମ୍ମା ଅଗ୍ନିଶମ ବାହିନୀ ପହଞ୍ଚି ଗାଡି ଭିତରୁ ଆହତଙ୍କୁ ଉଦ୍ଧାର କରିଛନ୍ତି । ଦୁର୍ଘଟଣାରେ ୧୫ ଜଣ […]

Read More Text.
Bse

ଅଗଷ୍ଟ ୩୧ରେ ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ; ଘୋଷଣା ହେବ ନୂଆ ତାରିଖ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେବାକୁ ଥିବା ସ୍ବତନ୍ତ୍ର ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ସ୍ଥଗିତ ରଖାଯାଇଛି। ଅନିବାର୍ଯ୍ୟ କାରଣରୁ ଓଟିଇଟି ପରୀକ୍ଷା ସ୍ଥଗିତ କରାଯାଇଥିବା ଦର୍ଶାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏହି ସୂଚନା ଦିଆଯାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଏହି ପରୀକ୍ଷା ପାଇଁ ନୂଆ ତାରିଖ ‌ଖୁବ ଶୀଘ୍ର ଘୋଷଣା କରାଯିବ। ସୂଚନାଯୋଗ୍ୟ, ଗତ ଜୁଲାଇ ୨୦ ତାରିଖରେ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା। ପେପର-୧ […]

Read More Text.
Nabin

ବଢୁଛି ନବୀନଙ୍କ କ୍ରେଜ୍ ; ଜାତୀୟ ସ୍ତରର ନେତା କରୁଛନ୍ତି କଲ୍‌

ଭୁବନେଶ୍ବର: ୨୦୨୪ରେ ରାଜ୍ୟ ବିଧାନସଭା ନିର୍ବାଚନ ସମୟରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ୟର ସାହାରା ନେଇ ନିର୍ବାଚନୀ ମଞ୍ଚରେ ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହା ଦ୍ବାରା ରାଜ୍ୟର ଜନସାଧାରଣଙ୍କ ପାଖକୁ ଏକ ନକାରାତ୍ମକ ବାର୍ତ୍ତା ମଧ୍ୟ ଯାଇଥିଲା। ନବୀନଙ୍କ ପ୍ରଚାର ନେଇ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଶ୍ନ ଉଠାଇଥିଲେ।  ନିର୍ବାଚନ ପରେ ବିଜେଡ଼ି ସରକାରଙ୍କ ପତନ ଘଟିଥିଲା। ରାଜ୍ୟ‌ରେ ନୂଆ ଡବଲ ଇଞ୍ଜିନ୍ ସରକାର ଗଠନ ହୋଇଥିଲା। ନିର୍ବାଚନ ଫଳାଫଳ ପରେ […]

Read More Text.
Bbsr g

ରାଜଧାନୀରେ ଦୁର୍ଘଟଣା: ଦୁଇ ବାଇକ ଆରାହୀ ମୃତ

ଭୁବନେଶ୍ବର : ରାଜଧାନୀରେ ଦୁର୍ଘଟଣା, ୨ ମୃତ। ଭୁବନେଶ୍ବର ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁଇ ଜଣ ବାଇକ ଆରୋହୀ ଭାରସାମ୍ୟ ହରାଇ ପ୍ରଥମେ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା । ପରେ ଗଛ ଓ କାରକୁ ଧକ୍କା ଦେଇଥିଲା । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ପାଖରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃକମାନେ ହେଲେ ଦେବୀ […]

Read More Text.
Srimandira

ଆଜି ଶ୍ରୀଜୀୟୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ବେସରେ ସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ […]

Read More Text.
Img 20250820 wa0199

ବିଧାୟକଙ୍କ କୃଷି ସମ୍ପର୍କିତ ସମୀକ୍ଷା ବୈଠକ

ବାରିପଦା: କୃଷକ ହେଉଛନ୍ତି ଦେଶର ଅନ୍ନଦାତା ।ଅନ୍ନଦାତା ଏବଂ କୃଷକ ସଶକ୍ତିକରଣ ନେଇ ରାଜ୍ୟ ଓ କେନ୍ଦ୍ର  ସରକାର ପ୍ରତିଶ୍ରୁତିବଦ୍ଧ ।ଦେଶର ପ୍ରଗତିରେ କୃଷକ ଭୂମିକା ଅନନ୍ଯ‌ ଓ ଅବର୍ଣ୍ଣନୀୟ ।ଆଜି ବୁଧବାର ଦିନ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ରାଇରଙ୍ଗପୁର ବିଧାୟକଙ୍କ ସଭାପତିତ୍ବରେ କୃଷି ସମ୍ପର୍କିତ ସମୀକ୍ଷା ଵୈଠକ  ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ କୃଷି କାର୍ଯ୍ୟାଳୟ ,ଜଳସେଚନ ବିଭାଗ,କ୍ଷୁଦ୍ର‌ଜଳସେଚନ ବିଭାଗ ,ଟିପିଏନଓଡିଏଲ ବିଦ୍ୟୁତ ବିଭାଗ,ପ୍ରାଣୀ ଚିକିତ୍ସାଳୟ,ମତ୍ସ୍ୟ ବିଭାଗ,ଉଦ୍ୟାନ ବିଭାଗ,ମୃତ୍ତିକା ସଂରକ୍ଷଣ ବିଭାଗ,ଉଠା ଜଳସେଚନ ବିଭାଗର ଵିଭାଗୀୟ […]

Read More Text.