ହୀରାକୁଦର ୪ଟି ଗେଟ୍କୁ ବନ୍ଦ, ଏବେ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ପାଣି
ସମ୍ବଲପୁର : ଦୁଇଦିନ ଧରି ହୀରାକୁଦ ବନ୍ଧର ୨୦ଟି ଗେଟ୍ ଖୋଲା ରହିବା ପରେ ମଙ୍ଗଳବାର ସନ୍ଧ୍ୟାରେ ୪ଟି ଗେଟ୍କୁ ବନ୍ଦ କରାଯାଇଛି । ବର୍ତ୍ତମାନ ୧୬ ଗେଟ୍ ଦେଇ ମହାନଦୀକୁ ପାଣି ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମ୍ ବାମପଟର ୧୧ ଗେଟ୍ ଖୋଲା ରହିଛି । ଡାହାଣ ପଟର ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳସ୍ତର ୬୦୬ ଦଶମିକ ୨୩ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ […]
Read More Text.