HNRjz6VasAE4VQO

ସିଂହଦ୍ୱାର ଚକଡାରେ ତିନି ରଥ, ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା

ପୁରୀ:ରାତି ପାହିଲେ ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା । ମହାପ୍ରଭୁଙ୍କର ଘୋଷଯାତ୍ରା ପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରଥଯାତ୍ରା ପାଇଁ ଛତିଶା ନିଯୋଗ, ନୀତି ସବ୍ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଵୀକୃତି କ୍ରମେ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇ ହୋଇଛି। ଆସନ୍ତାକାଲି ଅପରାହ୍ଣ ୪ଟାରେ ତିନିରଥର ରଥଟଣା ଆରମ୍ଭ ହେବ। ଗୁରୁବାର ସକାଳ ୬ଟା ସୁଦ୍ଧା ମଙ୍ଗଳ ଆଳତି, ୬ଟା ୧ ରୁ ୬ ଟା ୩୦ ସୁଦ୍ଧା ମଇଲମ […]

Read More Text.
Simlipal

ଶିମିଳିପାଳରେ ବଢ଼ିଲା ବାଘ ସଂଖ୍ୟା, ଯମୁନା ଓ ଜିନତକୁ ମିଶାଇ ମୋଟ୍ ୩୫ ବାଘ

ବାରିପଦା: ଶିମିଳିପାଳ ଜାତୀୟ ଅଭୟାରଣ୍ୟରେ ବାଘର ସଂଖ୍ୟା ୩୫କୁ ବୃଦ୍ଧି ପାଇଛି ବୋଲି ବନ ବିଭାଗର ସର୍ବଶେଷ କ୍ୟାମେରା ଟ୍ରାପ୍ ସର୍ବେକ୍ଷଣରେ ଜଣାପଡ଼ିଛି। ପିସିସିଏଫ(ୱାଇଲ୍ଡଲାଇଫ୍) ଓ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା କହିଛନ୍ତି ଯେ, ସମ୍ପ୍ରତି କରାଯାଇଥିବା କ୍ୟାମେରା ଟ୍ରାପ୍ ସର୍ବେକ୍ଷଣରେ ଶିମିଳିପାଳର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ (ଏସଟିଆର)ରେ ୩୫ଟି ପ୍ରଭାବଶାଳୀ ବୟସ୍କ ବାଘ ଚିହ୍ନଟ ହୋଇଛି। ଏହି ତଥ୍ୟ ବନ୍ୟଜନ୍ତୁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଡବ୍ଲୁଆଇଆଇ)କୁ ପଠାଇ ଦିଆଯାଇଛି। ୨୦୨୨ ସର୍ବ ଭାରତୀୟ […]

Read More Text.
Dead body 750x430 1

ତ୍ରିକୋଣୀୟ ପ୍ରେମ ପାଇଁ ଝୁଲିପଡ଼ିଲେ ନର୍ସ !

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ଷ୍ଟାଫ୍ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଅଞ୍ଚଳର ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସୂଚନାଥାଉକି, ମୃତ ଯୁବତୀ ଜଣଙ୍କ ପଟିଆର ଏକ ଘରୋଇ ହସ୍ପିଟାଲରେ ଷ୍ଟାଫ ନର୍ସ ଭାବେ କାମ କରୁଥିଲେ। ସେ ଏକା ସାଙ୍ଗରେ ୨ ଯୁବକଙ୍କୁ ପ୍ରେମ କରୁଥିଲେ। ହଠାତ୍‌ ଧରାପଡ଼ିବା […]

Read More Text.
Boudh culture mou 2026 07 15 17 34

ବୌଦ୍ଧ ଆଧ୍ୟାତ୍ମିକ ପର୍ଯ୍ୟଟନ ବିକାଶ, ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଆଜି (ବୁଧବାର) ରାଜ୍ୟ ସରକାର ଓ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ, ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବସେବା ଏବଂ […]

Read More Text.
RI

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ RI, ୨୫ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆରଆଇ। ରାୟଗଡା ଜିଲ୍ଲାର ଗୁଣୁପୁର ତହସିଲର ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ) ବୁଧବାର ଦିନ ଏକ ମ୍ୟୁଟେସନ୍ ମାମଲାରେ ଅନୁକୂଳ ତଦନ୍ତ ରିପୋର୍ଟ ଦାଖଲ କରିବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତଙ୍କୁ ଗୁଣୁପୁର ତହସିଲର ସିରିଝୁଲି ସର୍କଲର ଆରଆଇ ସୁଶାନ୍ତ ମଲ୍ଲିକ ଭାବରେ ଚିହ୍ନଟ କରାଯାଇଛି। ଏକ ମ୍ୟୁଟେସନ୍ ମାମଲାରେ ଅନୁକୂଳ ତଦନ୍ତ ରିପୋର୍ଟ ଦାଖଲ କରିବା ଏବଂ ତାଙ୍କ ପୈତୃକ […]

Read More Text.
Images

ରଥ ଉପରେ ଅନଧିକୃତ ପ୍ରବେଶ ଓ ମୋବାଇଲ ବ୍ୟବହାର ସଂପୂର୍ଣ୍ଣ ମନା: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ:ଆଜ୍ଞାମାଳ ବିଜେ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପ୍ରସ୍ତୁତି ଓ ନୀତିକାନ୍ତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବେଶ ସୂଚାରୁ ଭାବେ ସମ୍ପନ୍ନ ହୋଇଛି। ଆଜି ମଧ୍ୟ ଉଭାରେ ନୀତିକାନ୍ତି ନିର୍ଦ୍ଧାରିତ ସମୟ ଓ ପରମ୍ପରା ଅନୁଯାୟୀ ଚାଲିଥିବା ସେ କହିଛନ୍ତି। ଆସନ୍ତାକାଲି ସକାଳ ୯ଟାରୁ ସାଢ଼େ ୯ଟା ମଧ୍ୟରେ ମହାପ୍ରଭୁଙ୍କ ପହଣ୍ଡି ନୀତି ଆରମ୍ଭ ହେବ ବୋଲି ପ୍ରଶାସନ ଆଶାବାଦୀ। ଏହାକୁ ସୂଚାରୁ ଭାବେ ସମ୍ପନ୍ନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ରହିଛି।ରଥଯାତ୍ରାରେ […]

Read More Text.
Accident

ରାଜଧାନୀରେ ପୁଣି ଭୟଙ୍କର ହିଟ୍ ଆଣ୍ଡ ରନ୍, ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍। ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଖଣ୍ଡଗିରି ଓଭରବ୍ରିଜରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ରେ ଯାଉଥିବା ଦୁଇ ଯୁବକଙ୍କୁ ଧକ୍କା ଦେଇ ଫେରାର ହୋଇଗଲା ଗାଡ଼ି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ଫେରାର ଗାଡ଼ିକୁ ଠାବ କରିବା ପାଇଁ ସିସିଟିଭି ଯାଞ୍ଚ ସହ ତଦନ୍ତ ଜୋରଦାର କରିଛି […]

Read More Text.
Screenshot 2026 06 13 005617 1

ଧରାପଡ଼ିଲା ୭୦ କିଲୋ ଗଞ୍ଜେଇ, ମାଷ୍ଟରମାଇଣ୍ଡ ଯୁବତୀ ଗିରଫ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି ନିଶା କାରବାର। ସେ ପୁଣି ନୂଆ ନୂଆ ବିଭିନ୍ନ ଉପାୟରେ। ପ୍ରେମ ଆଉ ପରିବାରର ଆଳରେ ଚାଲିଥିଲା ନିଶା ବେପାର। କନ୍ଧମାଳରୁ ଭୁବନେଶ୍ୱରକୁ ଗଞ୍ଜେଇ ଚାଲାଣ ବେଳେ ନୟାଗଡ଼ରେ ମାଡ଼ି ବସିଲା ଅବକାରୀ ବିଭାଗ। ପୁଲିସ ଏହି ‘ଲୈଲା ମଜନୁ’ ଗ୍ୟାଙ୍ଗକୁ କାବୁ କରିବା ସହ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। କନ୍ଧମାଳରୁ ଭୁବନେଶ୍ୱରକୁ ଭାୟା ନୟାଗଡ଼ ଦେଇ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗ ପାଖରେ ଗୁପ୍ତ ସୂଚନା […]

Read More Text.
Ratha yatra

ରାତି ପାହିଲେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା, ପୁରୀ ସହର ଭିତରକୁ ସାଧାରଣ ଯାନବାହନ ପ୍ରବେଶ ଉପରେ କଟକଣା

ପୁରୀ : ସମ୍ପୂର୍ଣ୍ଣ ହେଲା ପୁରୀ ରଥଯାତ୍ରା ପ୍ରସ୍ତୁତି । ଆସନ୍ତାକାଲି ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚାଯାତ୍ରା । ଗତକାଲି ନବଯୌବନ ଦର୍ଶନରେ ଚତୁର୍ଦ୍ଧାମୂର୍ତ୍ତି ଅଣସର ଘରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେବା ପରେ, ଏବେ ପୁରୀ ବଡ଼ଦାଣ୍ଡ ସମ୍ପୂର୍ଣ୍ଣ ଭକ୍ତିମୟ ହୋଇଉଠିଛି । ମହାପ୍ରଭୁଙ୍କ ଏହି ମହାନ ମାନବୀୟ ଲୀଳାକୁ ଦେଖିବା ପାଇଁ ଦେଶବିଦେଶରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ରରେ ପହଞ୍ଚି ସାରିଛନ୍ତି । ୮ରୁ ୧୦ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ଓ ପ୍ରଶାସନ ପକ୍ଷରୁ […]

Read More Text.
Odisha Crime Branch

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଆଉ ୩ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଭୁବନେଶ୍ୱର: ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ କ୍ରାଇମ ବ୍ରାଞ୍ଚ ବଡ଼ ଆକ୍ସନ ନେଉଥିବାର ଦେଖିବାକୁ ମିଳିଛି। ପୂର୍ବରୁ ଏହି ମାମଲାରେ SCERTର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କରିଛି କ୍ରାଇମ ବ୍ରାଞ୍ଚ। ବର୍ତ୍ତମାନ ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ଆହୁରି ଜୋରଦାର କରିଛ। ଉକ୍ତ ମାମଲାରେ ଏତଲାରେ ନାମ ଥିବା ଆଉ ତିନିଜଣ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ନୋଟିସ ଜାରି କରାଯାଇଛି। ନୋଟିସ ଅନୁଯାୟୀ, ସମ୍ପୃକ୍ତ ଅଧିକାରୀମାନଙ୍କୁ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ହାଜରା […]

Read More Text.