F4eee6c6 ef20 4e54 ab07 4efd8787fd43

କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୌଜନ୍ୟରେ ବନମହୋତ୍ସବ ସପ୍ତାହ ପାଳନ

କଟକ : ଆଜି  କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ସୌଜନ୍ୟରେ ସିଲଭର୍ ସିଟି ବୋଟ୍ କ୍ଲବ୍, ହାଡ଼ିଆପଠା ପରିସରରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଅଛି । ଏହି ଅବସରରେ କଟକ ଜିଲ୍ଲା କୋର୍ଟର ଜିଲ୍ଲା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧୀକରଣଙ୍କ ଦ୍ୱାୟିତ୍ବରେ ଥିବା ଶ୍ରୀଯୁକ୍ତ ରାଜ କିଶୋର ମହାପାତ୍ର ଚାରାରୋପଣ କରିଥିଲେ । ଏହି ଅବସରରେ କଟକ ଜିଲ୍ଲାର ସମସ୍ତ ବିଚାରବିଭାଗୀୟ ଅଧିକାରୀ ବୃନ୍ଦ, ସଚିବ ଜିଲ୍ଲା ଆଇନ ସେବା […]

Read More Text.
234b31e5 538e 47ba 9d0e 51dec8081a2c

ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର ତିନି ଠାକୁରଙ୍କୁ ପହଣ୍ଡି କରି ରଥାରୂଢ଼ କରାଯିବା ପରେ ରଥରେ ଛେରାପହଁରା କରାଯାଇଥିଲା। ଏହା ପରେ ଅନ୍ୟାନ୍ୟ ନୀତି ସମାପନ କରାଯାଇଥିଲା। ସମସ୍ତ ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷାଧିକ […]

Read More Text.
Whatsapp image 2025 07 05 at 9.49.33 pm

ନେଚର ଲଭର୍ସ କ୍ଲବ ଆନୁକୂଲ୍ୟରେ ବନ ମହୋତ୍ସବ ପାଳନ

କଟକ: ନେଚର ଲଭର୍ସ କ୍ଲବ, କଟକ ମହାନଗର ନିଗମ ଓ ନଗର ବନଖଣ୍ଡ ର ମିଳିତ ଆନୁକୂଲ୍ୟରେ ସି. ଡି. ଏ. ସେକ୍ଟର-8 ସ୍ଥିତ ପାର୍କରେ ବନମହୋତ୍ସବ ପାଳିତ ହୋଉଯାଇଛି l ବହୁ ଉପକାରୀ ଔଷଧୀୟ ଗଛ ଓ ଫୁଲ ଗଛ ସବୁ ପାର୍କରେ ରୋପଣ କରାଯାଇଥିଲା l କଟକ ମହାନଗର ନିଗମର ମେୟର ଶ୍ରୀ ସୁବାସ ସିଂ ଚାରା ରୋପଣ କରି କହିଲେ “ସୁସ୍ଥ ପରିବେଶ ପାଇଁ ଅନେକ ଗଛର ଆବଶ୍ୟକତା ରହିଛି l ଗଛ […]

Read More Text.
Naveen patnaik

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା ପରେ ଡିସଚାର୍ଜ କରାଯାଇଛି। ଜୁନ ୨୨ରେ ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ଏବେ ନିୟମିତ ଫିଜିଓଥେରାପି କରିବାକୁ ପଡ଼ିବ। ଡିସଚାର୍ଜ ପରେ ନିୟମିତ ଫିଜିଓଥେରାପି କରିବେ ନବୀନ ପଟ୍ଟନାୟକ। […]

Read More Text.
Photo for the news of smruticharan sabha

ସମାଜସେବୀ ନରେନ୍ଦ୍ର ସିଂହଙ୍କ ସ୍ମୃତିସଭା

ଆଗରପଡ଼ା : ବନ୍ତ ବ୍ଲକ ବିଟିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ମୂରବୀ ନରେନ୍ଦ୍ର ସିଂହଙ୍କ ସ୍ମୃତିଚାରଣ ସଭା ତାଙ୍କ ବାସଭବନରେ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଜିଲ୍ଲାପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ ଅଧ୍ୟକ୍ଷ ମନୋରଂଜନ ଘଡ଼େଇ, ପ୍ରାକ୍ତନ ବିଜେଡି ରାଜ୍ୟ ସଂପାଦକ ବିକାଶ ଶ୍ରେଷ୍ଠା, ସତ୍ୟସାଧନ ବେଜ, ଅଧ୍ୟାପକ ଫକୀର ଶଙ୍ଖୁଆ, ସୁସାହିତ୍ୟିକ ଚତୁର୍ଭୁଜ ପହି, କୀର୍ତ୍ତନ ନାୟକ, ଜଗନ୍ନାଥ ପାତ୍ର, ସୁବୋଧ ସାହୁ, ଗୋଲକ ପୃଷ୍ଟି, ସନ୍ତୋଷ ମହାନ୍ତି, […]

Read More Text.
Photo for the news of bahuda yatra

ଆଗରପଡ଼ାରେ ବାହୁଡ଼ା ଯାତ୍ରା

ଆଗରପଡ଼ା :ଜିଲ୍ଲାରେ ଅନ୍ୟତମ ପୁରାତନ ତଥା ପ୍ରମୁଖ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଉପଲକ୍ଷେ ବାହୁଡ଼ା ଯାତ୍ରା ଆଗରପଡ଼ା ଠାରେ ଅପୂର୍ବ ଧାର୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟୁଷରୁ ସ୍ୱତନ୍ତ୍ର ରୀତିନୀତି ସରିବା ପରେ ଅପରାହ୍ନରେ ଶ୍ରୀଜୀଉମାନଙ୍କୁ ମାଉସୀମା ମନ୍ଦିରରୁ ଧାଡ଼ି ପହଣ୍ଡିରେ ଅଣାଯାଇ ରଥାରୂଢ଼ କରାଯାଇଥିଲା । ଠାକୁର ରାଜା ତଥା ସୁପ୍ରିମକୋର୍ଟ ଆଡ଼ଭୋକେଟ ଜଗତମୋହନ ସିଂହ ରୌପ୍ୟ ଖଡ଼ିକା ରେ ଛେରାପହଁରା କରିବା ପରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା । ଘଣ୍ଟଘଣ୍ଟା, […]

Read More Text.
Mahabahu

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ ସିଂହଦ୍ବାର ସାମ୍ନାରେ ପହଞ୍ଚିବେ ଜଗତର ନାଥ ଜଗନ୍ନାଥ। ଶ୍ରଦ୍ଧାର ବଡ଼ଦାଣ୍ଡରେ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷକୁ ଭକ୍ତମାନେ ଟାଣିଟାଣ ଆଣୁଛନ୍ତି। ବାହୁଡ଼ା ଯାତ୍ରା ଅବସରରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିବା ବାଟରେ ମାଉସୀ ମା’ଙ୍କ […]

Read More Text.
Screenshot 2025 07 05 140821

ବ୍ରାହ୍ମଣୀରେ ବଢୁଛି ଜଳସ୍ତର; ଖୋଲିଲା ମନ୍ଦିରା ଡ୍ୟାମ୍‌ର ୮ ଗେଟ୍‌

ରାଉରକେଲା:ଗତ ସପ୍ତାହେ ଧରି ବ୍ରାହ୍ମଣୀରେ ଜଳସ୍ତର ବଢୁଥିବାରୁ ଶୁକ୍ରବାର ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍‌ରୁ ୮ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୬୭୮.୯୦ ଫୁଟ୍‌ ରହିଛି । ଝାଡ଼ଖଣ୍ଡରେ ଲଗାଣବର୍ଷା କାରଣରୁ ବ୍ରାହ୍ମଣୀର ଜଳସ୍ତର ବଢ଼ୁଥିବାରୁ ତଳିବାସିନ୍ଦାଙ୍କ ଚିନ୍ତା ବଢ଼ିଛି। ଡ୍ୟାମ୍‌ ଭିତରକୁ ସେକେଣ୍ଡରେ ୨୮୬୦୭ କ୍ୟୁସେକ୍‌ ଜଳ ଆସୁଛି ଓ ୨୮୫୫୪ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ୬ଟି ଗେଟ୍‌ ୮ ଫୁଟ୍‌ ଲେଖାଏଁ ଖୋଲାଯାଇଛି। ବ୍ରାହ୍ମଣୀର ଜଳସ୍ତର ୧୭୩.୭୦୦ ମିଟର ରହିଛି। ବ୍ରାହ୍ମଣୀର […]

Read More Text.
Grie

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ସୂଚନାଯୋଗ୍ୟ, ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ […]

Read More Text.
2aa404de 9c14 4d5c bc0c 98c9e800

ଶାବର ଶ୍ରୀକ୍ଷେତ୍ରରେ ରଥ ଟାଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କୋରାପୁଟ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଶାବର ଶ୍ରୀକ୍ଷେତ୍ର ରଥଯାତ୍ରାରେ ଶ୍ରୀ ପ୍ରଧାନ ସାମିଲ ହୋଇ ମହାପ୍ରଭୁଙ୍କ ରଥ ଟାଣିଛନ୍ତି। ଓଡ଼ିଶାର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରଥମେ ଆଦିବାସୀଙ୍କ ଦେବତା ରୂପେ ପୂଜା ପାଇ ଆସୁଥିଲେ। ଶବରମାନେ ଗିରିକନ୍ଦର ମଧ୍ୟରେ କାହିଁ କେତେଜ ଯୁଗରୁ ମହାପ୍ରଭୁଙ୍କୁ ପୂଜା କରି ଆସୁଥିଲେ। ବନବାସୀମାନଙ୍କର ଶ୍ରୀଜଗନ୍ନାଥଙ୍କ ସହିତ ସଂପର୍କ ଏତେ ନିବିଡ ଯେ, ଅନାଦି କାଳରୁ […]

Read More Text.