୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ୨୦ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ […]
Read More Text.