ଶ୍ରୀମନ୍ଦିରକୁ ଚଢିବା ବେଳେ ଯୁବକଙ୍କୁ କାବୁ କଲା ପୋଲିସ
ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କାବୁ କରିଛି ପୋଲିସ। ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିର ବେହରଣ ଦ୍ୱାର ପଟରୁ ଜଣେ ବ୍ୟକ୍ତି ପ୍ରାୟ ୫ ଫୁଟ୍ ଉପରକୁ ଚଢ଼ି ଯାଇଥିଲେ। ମନ୍ଦିରକୁ ଚଢ଼ୁଥିବା ବେଳେ ସଂପୃକ୍ତ ବ୍ୟକ୍ତିଙ୍କୁ ଜେଟିପି ଓ ସେବାୟତ ଧରିଥିଲେ। ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଘର ରାଞ୍ଚି ବୋଲି ଜଣାପଡ଼ିଛି। ଏପରିକି ସେ ମାନସିକ ଅନଗ୍ରସର ଥିବା ନେଇ ସୂଚନା ମିଳିଛି।ଉକ୍ତ ବ୍ୟକ୍ତିଙ୍କୁ ହେପାଜତକୁ ନିଆଯିବା ସହ ପଚରାଉଚରା […]
Read More Text.