OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି
ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, […]
Read More Text.