IMG 20260714 WA0142

ଶୃଖଂଳିତ ରଥଯାତ୍ରା ପାଇଁ ବିଭିନ୍ନ ବିଭାଗକୁ ନେଇ ସମନ୍ୱୟ ବୈଠକ.

ଆସନ୍ତା କାଲି ସୁଦ୍ଧା ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ ଉପରେ ଗୁରୁତ୍ୱାରୋପ ବାରିପଦା :ଚଳିତ ବର୍ଷ ରାଇରଙ୍ଗପୁର ରଥଯାତ୍ରା କାର୍ଯ୍ୟକ୍ରମକୁ ଶୃଖଂଳିତ ଭାବେ ପରିଚାଳନା ନିମନ୍ତେ ଆଜି ଅପରାହ୍ନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରାଇରଙ୍ଗପୁର ରଥଯାତ୍ରା ପରିଚାଳନା କମିଟିର ସଭାପତି  ସାଂସଦ ଶ୍ରୀ ନବ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରସ୍ତୁତି ଉପରେ ବିଭିନ୍ନ ବିଭାଗକୁ ନେଇ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଜିଲ୍ଲା ଆରକ୍ଷୀ […]

Read More Text.
IMG 20260714 WA0130

ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବାରିପଦା : ମୟୁରଭଞ୍ଜ ଜିଲ୍ଲା  ବଡ଼ସାହି ବ୍ଲକ ଅନ୍ତର୍ଗତ ଯଦୁନାଥପୁର ସ୍ଥିତ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଶିଷ୍ଟ ଆଧ୍ୟାତ୍ମିକ ସାଧକ, ମାନବବାଦୀ ଉପାସକ ତଥା ସୁନାମଧନ୍ୟ ଲେଖକ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କ ପ୍ରେରଣାକୁ ପାଥେୟ କରି ଉପରୋକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା I ଡଃ ଶତପଥୀଙ୍କ ଦ୍ବାରା ନବାକ୍ଷରୀ ଛନ୍ଦରେ ରଚିତ “ଶ୍ରୀଗୁରୁ ଭାଗବତ” କାବ୍ୟ ଗ୍ରନ୍ଥର  […]

Read More Text.
IMG 20260714 WA0147

ମୟୂରଭଞ୍ଜରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ବୈଠକ

ସମନ୍ୱିତ କାର୍ଯ୍ୟ ଯୋଜନା ପ୍ରସ୍ତୁତ: ବିଭାଗୀୟ ସମନ୍ୱୟ ଓ ସଚେତନତା ଉପରେ ଗୁରୁତ୍ୱାରୋପ ବାରିପଦା :  ମୟୂରଭଞ୍ଜ ଜିଲ୍ଲାରେ ବାଲ୍ୟ ବିବାହ ନିରାକରଣକୁ ଅଧିକ ପ୍ରଭାବଶାଳୀ କରିବା ଏବଂ ଏଥିପାଇଁ ସମନ୍ୱିତ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି ଓ ଜିଲ୍ଲା ଟାସ୍କ ଫୋର୍ସର ମିଳିତ ଆନୁକୂଳ୍ୟରେ ଏକ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ  ଦୁଃଖବନ୍ଧୁ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ […]

Read More Text.
IMG 20260714 WA0113

ଶିକ୍ଷାନୁଷ୍ଠାନରେ ଅଗ୍ନି ନିରାପତ୍ତା ସୁଦୃଢ଼ୀକରଣ ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା

ବାରିପଦା : ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଓ ଦକ୍ଷତା ବିକାଶ ପ୍ରଶିକ୍ଷଣ କେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (DDMA), ମୟୂରଭଞ୍ଜ ପକ୍ଷରୁ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଏକ ଜିଲ୍ଲାସ୍ତରୀୟ ଅଗ୍ନି ନିରାପତ୍ତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ କର୍ମଶାଳାରେ ଅଧ୍ୟକ୍ଷତା କରି […]

Read More Text.
IMG 20260714 WA0134

ତିନି ଠାକୁରଙ୍କୁ ନବଯୌବନ ବେଶରେ ଦର୍ଶନ କଲେ ଶ୍ରଦ୍ଧାଳୁ

ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରେ ଆଜି ତିନି ଠାକୁରଙ୍କୁ ନବଯୌବନ ବେଶରେ ଦର୍ଶନ କଲେ ଶ୍ରଦ୍ଧାଳୁ l ଅଣସର ଘରୁ ତିନି ଠାକୁର ଜଗତର ନାଥ ପ୍ରଭୁ ଜଗନ୍ନାଥ, ବଦଠାକୁର ପ୍ରୂଭୁ ବଳଭଦ୍ର, ମା ସୁଭଦ୍ରା ଆଜି ସମ୍ପୂଣ୍ଣ ସୁସ୍ଥ ହୋଇ ବାହାରିବା ପରେ ମନ୍ଦିର ପ୍ରାଙ୍ଗଣରେ ନୂତନ ବସ୍ତ୍ର ପରିଧାନ ପୂର୍ବକ ସୁସଜିତ ହୋଇ ଭକ୍ତମାନଙ୍କୁ ନବ ଯୌବନ ବେଶରେ ଦର୍ଶନ ଦେଇଛନ୍ତି l ପ୍ରତିବର୍ଷ ଏହି ଦିନକୁ ଭକ୍ତମାନେ ଉତ୍କଣ୍ଠାର ସହିତ […]

Read More Text.
Cbnt

କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ବର: ଗାଁକୁ ପକ୍କା ସଡ଼କ, ନଦୀରେ ବ୍ରିଜ ! ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜ । ଗ୍ରାମୀଣ ଅଞ୍ଚଳରେ ରାସ୍ତାଘାଟ ଓ ପୋଲ ନିର୍ମାଣକୁ ବ୍ୟାପକ କରିବା ପାଇଁ ଓଡ଼ିଶା କ୍ୟାବିନେଟ୍ ଏକ ସାଙ୍ଗରେ ୨୭ ହଜା କୋଟିରୁ ଅଧିକ ଟଙ୍କାର ବିଶାଳ ପ୍ୟାକେଜକୁ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା- MMSY ଓ ସେତୁ ବନ୍ଧନ ଯୋଜନା ଅଧୀନରେ ଆଗାମୀ […]

Read More Text.
Mp

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକ ତ୍ରୁଟି ମାମଲା, SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ ଗିରଫ

ଭୁବନେଶ୍ବର: ରାଜକୋଷକୁ୧୭୫ କୋଟିର ଚୂନ! । ବିନା ଯାଞ୍ଚରେ ଛାପିଦେଲେ ଭୁଲ୍ ବହି । ତ୍ରୁଟିପୂର୍ଣ୍ଣ ବହି ପ୍ରକାଶନ ମାମଲାରେ ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଓଡ଼ିଶା ସ୍କୁଲ୍ ପାଠ୍ୟପୁସ୍ତକ ତ୍ରୁଟିପୂର୍ଣ୍ଣ ବହି ପ୍ରକାଶନ ମାମଲାରେ ଆଜି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ବହି ପ୍ରକାଶନ ଓ ବ୍ୟାପକ ଅନିୟମିତତା ଅଭିଯୋଗରେ ରାଜ୍ୟ ପାଠ୍ୟପୁସ୍ତକ ପ୍ରଣୟନ ଏବଂ SCERTର ପୂର୍ବତନ […]

Read More Text.
IMG 20260713 WA0270

ଆନ୍ଦୋଳନକୁ ମଳିଲା ବେଷ୍ଟ କାଲଭୁରାଲ ଫିଲ୍ମ ଆୱାର୍ଡ 

ବାରିପଦା : ଶିମିଳିପାଳର ସଂମ୍ପୂର୍ଣ୍ଣ ସୁରକ୍ଷା ସହ ପର୍ଯ୍ୟଟନ ଶିଳ୍ପ ଓ ପ୍ରାକୃତିକ ସମ୍ପଦର ଉପଯୋଗରେ ମୟୁରଭଞ୍ଜ ବାସୀଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟ ନେଇ ଲୋକଙ୍କ ମଧ୍ୟରେ ସଚେତନତା  ଆଣିବା ସହିତ ସରକାର ଙ୍କୁ ଅବଗତ କରାଇବା ନିମନ୍ତେ  ମୟୁରଭଞ୍ଜ ଜିଲ୍ଲା ର ଏକ ଅଗ୍ରଣୀ ଅଣରାଜନୌତିକ ସଂଗଠନ ଭଞ୍ଜସେନା ର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନାଙ୍କ ପରିକଳ୍ପନା କୁ ନେଇ ସୋମନାଥ ସାହୁଙ୍କ ଦ୍ଵାରା ରଚିତ ତଥା ରାଜା ମିଶ୍ରଙ୍କ ଦ୍ଵାରା ନିର୍ଦ୍ଦେଶନାରେ ପ୍ରସ୍ତୁତ ହୋଇଥିବା […]

Read More Text.
IMG 20260713 WA0243

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ଓ ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର  ବାରିପଦା  : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ,  ଉପଖଣ୍ଡ ଆରକ୍ଷୀ ଅଧିକାରୀ […]

Read More Text.
IMG 20260713 WA0257

ପାଟରା ସମାଜ, ମୟୁରଭଞ୍ଜର ସାଙ୍ଗଠନିକ ବୈଠକ

ବାରିପଦା :  ପାଟରା ସମାଜ, ମୟୁରଭଞ୍ଜର ସାଙ୍ଗଠନିକ ବୈଠକ ସ୍ଥାୟୀୟ କଲ୍ୟାଣୀ ମହିଳା ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି I ସଭ୍ୟ ମାନଙ୍କ ଉପସ୍ଥିତିରେ ସଂଗଠନର ଉପବିଧି ପ୍ରସ୍ତୃତ୍ତି,ସଂଗଠନର ପାଞ୍ଜିକରଣ ଓ କାର୍ଯ୍ୟକାରୀ କମିଟିର ଚୟନ ନିମନ୍ତେ ସମିତିର ଆବାହକ ସ୍ୱରୂପ କୁମାର ବଶା ଅଭିଭାଷଣ ରଖିଥିଲେ I ପIଟରା ସମାଜ ଗଠନର ମୂଳ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପIତ କରିଥିଲେ I ସଭ୍ୟମାନଙ୍କର ସର୍ବସମ୍ମତି କ୍ରମେ ପIଟରା ସମାଜର ପ୍ରସ୍ତୁତି ହାଇଥିବା ଉପବିଧି ଗୃହୀତ […]

Read More Text.