ବଢୁଛି ଜଳକା, ବଢୁଛି ଚିନ୍ତା: ମଥାନୀଠାରେ ଜଳସ୍ତର ବିପଦ ସଙ୍କେତ ଉପରେ, ପ୍ରଶାସନ ସଜାଗ
ବାଲେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାର ଜଳକା ନଦୀ ଫୁଲିବାରେ ଲାଗିଛି। ମଥାନୀଠାରେ ନଦୀର ଜଳସ୍ତର ବିପଦ ସଙ୍କେତ ୬.୫୦ ମିଟରରେ ପ୍ରବାହିତ ହେଉଛି। ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଲୋକମାନେ ବନ୍ୟା ଆଶଙ୍କାରେ ଭୟଭୀତ ହୋଇପଡ଼ିଛନ୍ତି। ଗତ ଦୁଇ ଦିନ ଧରି ବାଲେଶ୍ୱର ଏବଂ ଏହାର ଉପରମୁଣ୍ଡରେ ଥିବା ପଡ଼ୋଶୀ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ବିଶେଷକରି ଉପରମୁଣ୍ଡରେ ଥିବା ରାସଗୋବିନ୍ଦପୁର, ମୋରଡ଼ା, ଶୁଳିଆପଦା ଓ ଚିତ୍ରଡ଼ା […]
Read More Text.