ଶ୍ରୀମନ୍ଦିରରେ ପାଳିତ ହେଲା ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଇଛି । ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି। ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିଲେ ଭଉଣୀ ସୁଭଦ୍ରା । ଦୁଇ ଭାଇ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧି ନିଜ ପାଇଁ ସୁରକ୍ଷା ଲୋଡ଼ିବେ ଦେବୀ ସୁଭଦ୍ରା। ଭାଇ ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରି ନିଦର୍ଶନକୁ ଗହ୍ମାପୂର୍ଣ୍ଣମୀରେ […]
Read More Text.