ପ୍ରବଳ ବର୍ଷା ପାଇଁ ସତର୍କ କଲା ନଗର ଉନ୍ନୟନ ବିଭାଗ
ଭୁବନେଶ୍ୱର,୨୭ା୬: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍ବି)କୁ ସତର୍କ କରିଛି। ଏଥିଜନିତ ସ୍ଥିତିର ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛି। ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ୟୁଏଲ୍ବିଗୁଡ଼ିକୁ ସମ୍ଭାବ୍ୟ ଜଳାବଦ୍ଧ ଅଞ୍ଚଳରେ ଜଳ ନିଷ୍କାସନ ନିମନ୍ତେ ପାଣି ପମ୍ପକୁ ଆଗୁଆ ରଖିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତ୍ୟଧିକ ବର୍ଷା ଯୋଗୁ […]
Read More Text.