ତାସ ଖେଳକୁ ନେଇ ନାବାଳକକୁ ଛୁରୀ ଭୁଷି ହତ୍ୟା କଲା ନାବାଳକ
ବଲାଙ୍ଗିର: ବଲାଙ୍ଗିର ଜିଲା ଆଗଲପୁର ଥାନା ରୋତ୍ ଗାଁ’ରେ ଜଣେ ନାବାଳକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ମୃତ ନାବାଳକ ହେଲେ ରୋତ ଗାଁ’ର ରମେଶ ପଟେଲଙ୍କ ପୁଅ ସାହିଦ୍ ପଟେଲ (୧୪)। ଗାଁ’ର ପ୍ରାଥମିକ ବିଦ୍ୟାଳୟ ନିକଟ କ୍ଲବରେ ତାସ ଖେଳ ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ସୂଚନାରୁ ପ୍ରକାଶ ଯେ, ଆଜି ସକାଳ ପ୍ରାୟ ୧୧ଟାରେ ସାହିଦ୍, କୁନାଲ ବରିହା, ଚନ୍ଦନ ପଟେଲ ଓ ଶିବା ସିନ୍ଦୁର ମିଶି […]
Read More Text.