ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ ବ୍ଲାକ୍ମେଲିଂ କରିଥିବା ଅଭିଯୋଗ ରହିଛି । ମିଳିଥିବା ସୂଚନା ଅନୁସାରେ, ଅଟକ ରହିଥିବା ଅଭିଯୁକ୍ତ ହେଲା ବିଲିକଣା ପଞ୍ଚାୟତ ତେରୋଇ ଗାଁର ଗଣେଶ୍ବର ବେହେରାଙ୍କ ପୁଅ ପ୍ରମୋଦ ବେହେରା । ତାକୁ […]
Read More Text.