ଆସୁଛି ଲଘୁଚାପ, ୮ ତାରିଖ ଯାଏଁ ଅଧା ଓଡ଼ିଶାକୁ ୱାର୍ଣ୍ଣିଂ
ଭୁବନେଶ୍ୱର : ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଆସନ୍ତା ୧୧ ତାରିଖ ବେଳେକୁ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଅନ୍ୟପଟେ ୮ ତାରିଖ ତାରିଖ ଯାଏଁ ଅଧା ଓଡ଼ିଶାକୁ ୱାର୍ଣ୍ଣିଂ। ଆଜି ଓ ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି […]
Read More Text.