ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ
ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୁଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ […]
Read More Text.