ଆଉ ବିଳମ୍ବ ନକରି ସ୍ବାଧୀନତା ସଂଗ୍ରାମୀଙ୍କୁ ଶୀଘ୍ର ପେନ୍ସନ ଦିଅ: ହାଇକୋର୍ଟ
କଟକ: ଦେଶର ସ୍ବାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଥିବା ଜଣେ ଶତାୟୁ ସଂଗ୍ରାମୀଙ୍କୁ ଏ ପର୍ଯ୍ୟନ୍ତ ପେନସନ ପ୍ରଦାନ କରା ନ ଯିବା ଘଟଣାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ଆଉ ବିଳମ୍ବ ନ କରି ୬ ସପ୍ତାହ ଭିତରେ ୧୦୧ ବର୍ଷିୟ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନସନ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାଧୀନତା ପାଇଁ ଦେଇଥିବା ବଳିଦାନ ଲାଗି ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ପ୍ରଦାନ କରିବା ସରକାରଙ୍କ ବିଧିସମ୍ମତ କର୍ତ୍ତବ୍ୟ ବୋଲି […]
Read More Text.