ଡବଲ୍ ମର୍ଡର; ସ୍ତ୍ରୀ ଓ ଶାଶୁକୁ ହତ୍ୟା କରି ଜ୍ୱାଇଁ ଲଗାଇଲା କଦଳୀ ଗଛ !
ବାରିପଦା/କୁଳିଅଣା: ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ସେ ନିଜ ସ୍ତ୍ରୀ ଓ ଶାଶୂଙ୍କୁ ପଥରରେ ଛେଚି ହତ୍ୟା ପରେ ମାଟି ତଳେ ପୋତିଦେଇଛି। ମୃତ ମା’ ଓ ଝିଅ ହେଲେ ସୋନାଲି ଦଳେଇ (୨୩) ଓ ସୁମତି ଦଳେଇ (୫୫)। ଅଭିଯୁକ୍ତ ଦେବାଶିଷ ପାତ୍ରକୁ ପୁଲିସ […]
Read More Text.