ରାଜ୍ୟରେ କଲେରା ସ୍ଥିତିକୁ ଏଣ୍ଡେମିକ କହିଲେ କେନ୍ଦ୍ରୀୟ ଟିମ୍
ଯାଜପୁର: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲାରେ ହଇଜା ବ୍ୟାପିଚାଲିଛି। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ତେବେ ଯାଜପୁର ଜିଲ୍ଲାରେ ଏପରି ଘଟଣାକୁ ନେଇ ଅନୁଧ୍ୟାନ କରିବାକୁ ଯାଇଥିଲା କେନ୍ଦ୍ରୀୟ ଟିମ। ଅନୁଧ୍ୟାନ ପରେ ଆଜି ଫେରିଛି। ସ୍ବାସ୍ଥ୍ୟ ବିଭାଗ ସହ ୧୪ ଜଣିଆ କେନ୍ଦ୍ରୀୟ ଟିମ୍ର ଆଲୋଚନା ହୋଇଛି। ତେବେ […]
Read More Text.