ବଢୁଛି ବିଭିନ୍ନ ନଦୀର ଜଳସ୍ତର, ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି
ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାସହ ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି କରାଯାଇଛି । ଏନେଇ ଶନିବାର ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି । ଜଳ […]
Read More Text.