ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ
ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ପୁଲିସ ମୁତୟନ ହେବେ । ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍ସନ ଫୋର୍ସ ସାଦା ପୋଷାକରେ ରହିବେ । ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ ଜଣ ଡିଏସ୍ପି, ୩ ଜଣ ଇନ୍ସପେକ୍ଟ, […]
Read More Text.