ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା
କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର ବ୍ୟବସ୍ଥା ଆପଣାଇବାକୁ ଯାଉଛି। ଘରୋଇ ଲୋକେ ରାସ୍ତାରେ ଅଳିଆ ଫିଙ୍ଗିଲେ ୧୦୦ ଟଙ୍କା ଓ ବ୍ୟବସାୟୀମାନେ ରାସ୍ତାରେ ଫିଙ୍ଗିଲେ ୨୦୦ ଟଙ୍କା ଜୋରିମାନା ଭରଣା କରିବାକୁ ପଡ଼ିବ। ଖୁବ୍ଶୀଘ୍ର ନଗର ନିଗମ ଜୋରିମାନା ବ୍ୟବସ୍ଥାକୁ କଡ଼ାକଡ଼ି କରିବ ବୋଲି ଜଣାପଡ଼ିଛି। ସେହିଭଳି ପ୍ଲାଷ୍ଟିକ ଓ ପେପର କପ୍ ଉପରେ […]
Read More Text.