Mundari exam 2

ମୁଣ୍ଡାରୀ କେନ୍ଦ୍ରୀୟ ଶିକ୍ଷା ବୋର୍ଡ ଦ୍ୱାରା ମେଟ୍ରିକପରୀକ୍ଷା ଅନୁଷ୍ଠିତ

ବାରିପଦା : ମୁଣ୍ଡାରୀ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଆନୁକୁଲ୍ୟରେ ପ୍ରଥମ ଶ୍ରେଣୀରୁ ମେଟ୍ରିକ ପର୍ଯ୍ୟନ୍ତ ମୁଣ୍ଡାରୀ ବାନି (ଲିପିରେ) ଅନୁଷ୍ଠିତ ପରୀକ୍ଷାରେ ଓଡିଶା , ଝାରଖଣ୍ଡ , ପଶ୍ଚିମବଙ୍ଗ ରାଜ୍ୟରେ ୧୦୫୦ ଜଣ ପରୀକ୍ଷାର୍ଥୀ ବିଭିନ୍ନ କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ଓଡିଶା ରାଜ୍ୟର ପରୀକ୍ଷା କେନ୍ଦ୍ରରେ ଭାରତ ମୁଣ୍ଡା ସମାଜର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ନାଥ ସିଂ, ଓଡିଶା ରାଜ୍ୟ ଉପସଭାପତି ସୁନାରାମ ସିଂ , ସମ୍ପାଦକ ବାଇଧର ସିଂ, ଜୟରାମ ସିଂ, ବସନ୍ତ […]

Read More Text.
Photo for the news of btpur

ବର ପ୍ରକାଶ ପରେ ବିଭାଗୀୟ ତତ୍ପରତା, ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଉପରେ ମିଶ୍ର ପ୍ରତିକ୍ରିୟା

ଆଗରପଡ଼ା :ଗତ ୨ ତାରିଖରେ ‘ପଂଚାୟତ ଗଠନକୁ ୯ବର୍ଷ ପୂରିବ;ବିକାଶଡାରୁ ବହୁ ଦୂରରେ ବଡ଼ହାଟ ତ୍ରିଲୋଚନପୁର’ଶୀର୍ଷକ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଖବର ପ୍ରକାଶ ପରେ ବନ୍ତ ତହସିଲ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଜବରଦଖଲରେ ଥିବା ଜାଗାକୁ ଖାଲି କରିବା ପାଇଁ ନୋଟିସ ଜାରୀ ହୋଇଥିବା ଜଣାପଡ଼ିଛି । ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବନ୍ତ ତହସିଲଦାରଙ୍କ ଅଣଦେଖା ତାଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳନିର୍ଦ୍ଦେଶ କରୁଛି । ଏହିପରି […]

Read More Text.
Untitled 1 copy

ମହିଧରପଡା ଗ୍ରାମରେ ୨୩ତମ ହନୁମାନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ

(କଟକ ମହିଧରପଡା ରୁ ବୁଲୁ ପାତ୍ରଙ୍କ ରିପୋର୍ଟ) : କଟକ ସଦର ଥାନା ଅନ୍ତର୍ଗତ ନଗରୀ ପଞ୍ଚାୟତର ମହିଧରପଡା ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ହନୁମାନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ବାର୍ଷିକ ମହାଯଜ୍ଞ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ସକାଳେ ହନୁମାନ ଚାଳିଶା ପାଠ ସାଙ୍ଗକୁ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ ଯଜ୍ଞର ପୂର୍ଣ୍ଣାହୁତି ଦିଆଯାଇ ଯଜ୍ଞ କାର୍ଯ୍ୟ ସମାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହିଧରପଡା ଗ୍ରାମର ସମସ୍ତ ଯୁବକ, ମୁରବୀ, ଗ୍ରାମର ସମସ୍ତ […]

Read More Text.
Screenshot 2025 06 08 192542

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ଭକ୍ତମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ପୂର୍ବରୁ ଆଜି ଶେଷ ରବିବାର ଥିବାରୁ ଶ୍ରୀମନ୍ଦିରରେ ଭକ୍ତମାନଙ୍କର ପ୍ରବଳ ଭିଡ଼ ଥିଲା। ଭୋଗ ମଣ୍ଡପ ଉଠିବା ପରେ […]

Read More Text.
Gue

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା ଲୋକଙ୍କୁ ସାମୟିକ ସମୟ ପାଇଁ ରହିବା ଓ ଫ୍ରେସ୍‌ ହେବା ଭଳି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ରାଜସ୍ୱମନ୍ତ୍ରୀ କହିଛନ୍ତି ଅନେକ ଲୋକ ରାଜଧାନୀକୁ ସ୍ବାସ୍ଥ୍ୟ […]

Read More Text.
Img 20250608 182502 750x430

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ଚାର ଚକିଆ ଯାନ ୧. ବ୍ରହ୍ମଗିରି ପାର୍ଶ୍ୱରୁ: ବ୍ରହ୍ମଗିରିରୁ ଆସୁଥିବା ହାଲୁକା ମୋଟର ଯାନ (LMVs) ମଙ୍ଗଳାଘାଟ ଛକରେ ଡାହାଣ ମୋଡ଼ ନେବେ, ଷ୍ଟର୍ଲିଂ ଛକ ଏବଂ ବିଚ୍ ରୋଡ୍ ଦେଇ ଆଗକୁ […]

Read More Text.
Covid19

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କଟକରେ କେବଳ ୨୨ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅନ୍ୟ ସମସ୍ତ ଘରେ ଚିକିତ୍ସତ ଅଛନ୍ତି । ତେବେ ସମସ୍ତଙ୍କ […]

Read More Text.
Ele

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ କାମ କରୁଥିବା ହଠାତ୍‌ ସମସ୍ତ ଶ୍ରମିକ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଶ୍ରମିକମାନେ ଅଚେତ ହୋଇ ପଡିଯାଇଥିଲେ । ଘଟଣାସ୍ଥଳରୁ ସମେତ ଶ୍ରମିକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । […]

Read More Text.
Bagha

ନନ୍ଦନକାନନରେ ନୂଆ ଅତିଥି: ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନ: ନନ୍ଦନକାନନରେ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ନନ୍ଦନକାନନରେ ବାଘସଂଖ୍ୟା ୨୯କୁ ବୃଦ୍ଧି ହେଲା। ଗତକାଲି ରାତିରେ ନନ୍ଦନକାନନର ୨୮ବି ଖୁଆଡ଼ରେ ରହୁଥିବା ଧଳା ବାଘୁଣୀ ମୌସୁମୀ ଦୁଇ ଶାବକ ଜନ୍ମ କରିଛି  । ଗୋଟିଏ ଛୁଆ ଧଳା ହୋଇଥିବାବେଳେ ଅନ୍ୟଟି ସାଧାରଣ ରଙ୍ଗର ହୋଇଛି  । ବାଘୁଣୀ ମୌସୁମୀ ଛୁଆମାନଙ୍କର ଯତ୍ନ ନେବା ସହିତ କ୍ଷୀର ପାନ କରଉଥିବା ଦେଖିବାକୁ ମିଳିଛି । ୩୦ ଜୁଲାଇ ୨୦୨୪ ରେ ମୌସୁମୀ […]

Read More Text.
Et 750x430

ରଥ ଉପକରଣ ବିକ୍ରି ପାଇଁ ଆସିଲା ନୂଆ ଏସଓପି

ପୁରୀ: ରଥ ଉପକରଣ ବିକ୍ରି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଲା ନୂଆ ଏସଓପି । ଉଚ୍ଚା ଦର ଯୋଗୁ ବିକ୍ରି ହୋଇନପାରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଖତ ଖାଉଛି ଗତ ବର୍ଷ ମାନଙ୍କରେ ବ୍ୟବହୃତ ରଥର ଚକ, ପ୍ରଭା ସମେତ ବିଭିନ୍ନ ଉପକରଣ । ସେପଟେ ୨୦୨୫ ରଥ ଉପକରଣ ବିକ୍ରି ନିମନ୍ତେ ନୂଆ ଏସଓପି ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ଏଥିସହ ନୂଆ ଦର ମଧ୍ୟ ନିର୍ଦ୍ଧାରଣ ହୋଇଛି । ବଡ଼ଠାକୁରଙ୍କ ତାଳଧ୍ଵଜ […]

Read More Text.