Suresh pujari

ପିଏମ୍ ଆବାସ ଘର ପାଇଁ ମିଳିବ ମାଗଣା ବାଲି, ରାଜସ୍ୱ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ । କାରଣ ଘର ତିଆରି ପାଇଁ ଏବେ ବାଲି ଦେବେ ରାଜ୍ୟ ସରକାର । ଗରିବଙ୍କ ଘର ତିଆରି ସ୍ୱପ୍ନକୁ ସାକାର କରିବା ପାଇଁ ୨ଟ୍ରାକ୍ଟର ବାଲି ଦେବେ ରାଜ୍ୟ ସରକାର । ଏନେଇ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଗରିବ ଲୋକଙ୍କୁ ମାଗଣାରେ ବାଲି ଦିଆଗଲେ ସେମାନେ […]

Read More Text.
Co

ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ, ହାଇଆଲର୍ଟରେ ସୁରକ୍ଷାବାହିନୀ

ସମ୍ବଲପୁର: ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ। ଦେଶରୁ ନକ୍ସଲବାଦ ମୂଳପୋଛ କରିବାକୁ ଚାଲିଛି ଜୋରଦାର୍ ଅପରେସନ୍। ଜଙ୍ଗଲରେ ଖୋଜି ଖୋଜି ନକ୍ସଲଙ୍କୁ ନିପାତ କରୁଛନ୍ତି ସୁରକ୍ଷାକର୍ମୀ। ଘଞ୍ଚ ଜଙ୍ଗଲରେ ବି ଆଉ ସୁରକ୍ଷିତ ନାହାଁନ୍ତି ମାଓବାଦୀ। ଅସ୍ତିତ୍ଵ ବଞ୍ଚାଇବାକୁ କରୁଛନ୍ତି ଶେଷ ସଙ୍ଘର୍ଷ। ଲୁଚିବାକୁ ଏବେ ଖୋଜୁଛନ୍ତି ନୂଆ ଠିକଣା। କୁହାଯାଉଛି ସମ୍ବଲପୁରରେ ପୁଣି ସକ୍ରିୟ ହେଲେଣି ମାଓବାଦୀ। ତେଣୁ ହାଇଆଲର୍ଟରେ ଅଛନ୍ତି ସୁରକ୍ଷାବାହିନୀ। ସମ୍ଵଲପୁର ଚାରମାଳ ଜଙ୍ଗଲରେ ମାଓବାଦୀ ଲୁଚିଥିବା ସନ୍ଦେହ କରାଯାଉଛି। […]

Read More Text.
Cm1

ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦ କୋଟିର ପ୍ରକଳ୍ପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା […]

Read More Text.
1600x960 1492558 minister suresh

କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା: ତଦନ୍ତରୁ କେହି ବର୍ତ୍ତିବେ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା। ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଯିଏ ବି ଏହି କାଣ୍ଡ କରିଛି ତାକୁ ଖୋଜି ଖୋଜି ଦଣ୍ଡ ଦିଆଯିବ। ପାତାଳରେ ଥିଲେ ବି ଅପରାଧିଙ୍କୁ ଧରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ଗୋଟେପଟେ ବାଲି ତସ୍କରୀକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। କିନ୍ତୁ ଅନ୍ୟପଟେ ବିହାର, ବେଙ୍ଗଲ ଭଳି ଓଡ଼ିଶାର ମାଫିଆମାନେ ଆଇନ୍‌କୁ ହାତକୁ ନେଉଛନ୍ତି। ବଡ଼ ବଡ଼ ସରକାରୀ ଅଧିକାରୀମାନଙ୍କ ଉପରେ […]

Read More Text.
Img 20250606 wa0148

 ଅଙ୍ଗନବାଡ଼ି କେନ୍ଦ୍ରରେ ମୟୂରଭଞ୍ଜ ସାଂସଦଙ୍କ ଦ୍ଵାରା ମଶାରୀ ବଣ୍ଟନ କାର୍ଯ୍ୟକ୍ରମ 

ବାରିପଦା : ମୟୂରଭଞ୍ଜ ଜିଲ୍ଲାର କୁସୁମି ବ୍ଳକର ବାଦାମ ପାହାଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ଅଧିନରେ ଥିବା ବାସାଘୁଟୁ ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି ଙ୍କ ଦ୍ଵାରା ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ କାର୍ଯକ୍ରମ ର ଶୁଭ ଉଦ୍ଘାଟନ ହେଇଛି ।  ଏହି ଅବସରରେ ବାସାଘୁଟୁ ଗ୍ରାମରେ ମ୍ୟାଲେରିଆ ନିରାକରଣ ପାଇଁ ପାଲା ପରିବେଷଣ ମାଧ୍ୟମରେ ଜନସାଧାରଣ ମାନଙ୍କୁ କେମିତି ମାସାରିର ବ୍ୟବହାର ଓ ଉପଚାରିତ କେମିତି ହେଇ ପାରିବ […]

Read More Text.
Img 20250606 wa0147

ଅବକାରୀ ବିଭାଗର ଚଢ଼ାଉ ! ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଆନୁମାନିକ ୩ ଲକ୍ଷ ୫୦ ହଜାର ଟଙ୍କାର ସାମଗ୍ରୀ ଜବତ

ବାରିପଦା: ମୟୁରଭଞ୍ଜ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଟେଣ୍ଟପୋଷି ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୨୨୦ ଲିଟର […]

Read More Text.
Img 20250606 wa0142

ମୟୁରଭଞ୍ଜ :ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ-୨୦୨୫ ଅନୁଷ୍ଠିତ

ବାରିପଦା: ଆଜି ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ବୈଠକରେ ସାରସକଣା ବିଧାୟକ ଶ୍ରୀ ଭାଦବ ହାଁସଦା, ରାଇରଙ୍ଗପୁର ବିଧାୟକ ଶ୍ରୀ ଜଲେନ ନାଏକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦାଙ୍କ ସମେତ, ଜିଲ୍ଲାପାଳ ତଥା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ହେମକାନ୍ତ […]

Read More Text.
Ewr

ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ

ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ କନେଷ୍ଟବଳ ଅନିୟମିତ କାର୍ଯ୍ୟରେ ଲିପ୍ତ ଥିବା କଥା ଏସପିଙ୍କ ସାମନାକୁ ଆସିଥିଲା । ନିଲମ୍ବିତ କନେଷ୍ଟବଳମାନେ ସେଠାରେ ଭୋଜିଭାତ କରିବା ସହ ନିଶା ସେବନ କରୁଥିବା ଅଭିଯୋଗ ହୋଇଥିଲା । […]

Read More Text.
Nij

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ- ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାପାଇଁ କେବେ ଭୁଲିବେ ନାହିଁ ଭୁବନେଶ୍ୱର: ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ […]

Read More Text.
Screenshot 2025 06 06 183045

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍‌

ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ ନୋଟିସ୍‌ରେ ଉଲ୍ଲେଖ ରହିଛି । ବାଙ୍କୋ ଖଣିକୁ ନୋଟିସ୍‌ ଦେଇଛନ୍ତି ରାଉରକେଲା ଖଣି ଉପନିର୍ଦ୍ଦେଶକ । କେଉଁ ପରିସ୍ଥିତିରେ ଏତେ ପରିମାଣରେ ବିସ୍ଫୋରକ ଲୁଟ୍ ହେଲା ସେନେଇ ଖୋଳତାଡ଼ କରିବ ଖଣି ବିଭାଗ । […]

Read More Text.