Capture 22

ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ

ଭୁବନେଶ୍ବର : ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ବବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା କିମ୍ବା ସମକକ୍ଷ ପଦବୀରେ ୧୦ ବର୍ଷ କାର୍ଯ୍ୟ କରଥିବା ବ୍ୟକ୍ତିବିଶେଷ କୁଳପତି ପଦ ପାଇଁ ଆବେଦନ କରିପାରିବେ । ତେବେ ୨୦୨୫ ଡିସେମ୍ବର ୧ ସୁଦ୍ଧା ବୟସ ୬୬ ବର୍ଷରୁ କମ୍‌ ହୋଇଥିବା ଆବଶ୍ୟକ ବୋଲି […]

Read More Text.
22

ଚାଲାଣ ପାଇଁ ରଖାଯାଇଥିବା ୨୮୦ ବାଛୁରୀ ଉଦ୍ଧାର, ଗୋଶାଳାକୁ ସୁରକ୍ଷିତ ସ୍ଥାନାନ୍ତର

ବାରିପଦା : ମୟୂରଭଞ୍ଜ ଜିଲ୍ଲା ପୁଲିସକୁ ବଡ଼ ସଫଳତା ମିଳିଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ଆତର୍କିତ ଚଢ଼ଉ କରି ପୁଲିସ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ପୁଲିସ ଟିମ୍‌ ବୁଧବାର ଭୋର ସକାଳୁ ଅତର୍କିତ ଚଢ଼ାଉ କରି ବାଲେଶ୍ୱର-ମୟୂରଭଞ୍ଜ ଜିଲ୍ଲା ସୀମାବର୍ତ୍ତୀ ଦାହିବାଡ଼ି ଓ ଗୋବିନ୍ଦରାୟପୁର ଗ୍ରାମରୁ ୨୮୦ରୁ ଊର୍ଦ୍ଧ୍ବ ବାଛୁରୀ ଉଦ୍ଧାର କରିଛି। ସୂଚନା ଅନୁଯାଇ ମୟୂରଭଂଜ ଜିଲ୍ଲା ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଧୀନ ଗୋବିନ୍ଦରାୟପୁର ଓ ଦାହିବାଡ଼ି ଗ୍ରାମରେ ଶତାଧିକ ବାଛୁରୀଙ୍କୁ ବେଆଇନ […]

Read More Text.
5d8bfc7d 8a49 498b a21b 8807ddbf6597 114633

ନିମାପଡ଼ା ହେବ ସରସ, ସୁନ୍ଦର ଏବଂ ଉତ୍କର୍ଷ ବିଧାନସଭାକ୍ଷେତ୍ର: ରାଜ୍ୟପାଳ

ନିମାପଡା : ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ଠାରେ ୨ଦିନଆ ଉତ୍କର୍ଷ ନିମାପଡ଼ା-୨୦୨୫ ସମ୍ମିଳନୀକୁ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଉଦ୍‌ଘାଟନ କରିଛନ୍ତି। ଏହି ସମାରୋହରେ ରାଜ୍ୟପାଳ ପ୍ରଥମେ ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ ‘ଏକ ପେଡ୍ ସେନା କେ ନାମ୍ ନାରାରେ ବୃକ୍ଷ ରୋପଣ କରିଥିଲେ। ରାଜ୍ୟପାଳ ନୂଆ ବାରବାଟୀ ପଡ଼ିଆରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳାର ଶୁଭ ଉଦ୍‌ଘାଟନରେ ଯୋଗଦେଇ […]

Read More Text.
Zzz

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ

ବ୍ରହ୍ମପୁର: ଗିରଫ ଭୟ ଦେଖାଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ମହିଳା ପୁଲିସ ଅଧିକାରୀ। ସେ ହେଉଛନ୍ତି ବ୍ରହ୍ମପୁର ମହିଳା ଥାନାର ଏଏସ୍‌ଆଇ ବବିତା ସୁନା। ଏଏସ୍‌ଆଇ ବବିତା ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। କେସ୍‌ ନମ୍ବର ୭/୨୫ରେ ତାଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ମହିଳା ଥାନାରେ ଯୌତୁକ ନିର୍ଯାତନା ତଥା ଘରୋଇ ହିଂସା ମାମଲା ଦାଏର […]

Read More Text.
1 750x430 (1)

ସ୍ଵଚ୍ଛ ଓ ଉତ୍ତମ ସରକାରର ଦର୍ପଣ ହେଉଛି ରାଜସ୍ୱ ବିଭାଗ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ। ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଭୂମି […]

Read More Text.
Whatsapp image 2025 06 04 at 12.25.07 pm 750x430

ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆସନ୍ତା ୬ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଭିନ୍ନ ଚଳଚ୍ଚିତ୍ରର ସ୍କ୍ରିନିଂ ହେବ। ଏହି କାର୍ଯ୍ୟକ୍ରମଓଡ଼ିଆ ସିନେପ୍ରେମୀଙ୍କ ପାଇଁ ଖୋଲା ରହିବ। ଭୁବନେଶ୍ୱର ଫିଲ୍ମ ସର୍କଲ ପକ୍ଷରୁ ୨୦୨୪ରେ ’ଭୁବନେଶ୍ୱର ଫିଲ୍ମ […]

Read More Text.
Dj6lndudwwr0zyhl8dve

ସରଣ୍ଡା ଅପରେସନ୍ ଟିମ୍ କୁ ବଡ଼ ସଫଳତା: ଆଜି ପୁଣି ଜବତ ହେଲା ୭୦୦ କେଜି ଲୁଟ୍ ବିସ୍ଫୋରକ

କୋଇଡା: ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନ‌ା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏ ସମାନ୍ତର ଭାବେ କରୁଛି ।୨୦୯ କୋବରା ବାଟାଲିୟନ, ସିଆର୍‌ପିଏଫ୍‌, ଡିଭିଏଫ୍ ଫୋର୍ସ ,ଝାଡଖଣ୍ଡ ଜାଗୁଆର […]

Read More Text.

୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହାପରେ ଆହୁରି୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି। ଆସନ୍ତା ୬ […]

Read More Text.
Rbouaz9bmjt1uh2pmiye

ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ୫ ରୋଗୀଙ୍କ ମୃତ୍ୟୁ: ଡିଏମଇଟି ପକ୍ଷରୁ ୫ ଜଣିଆ ଟିମ୍ ଗଠିତ, ଆସନ୍ତାକାଲି ରିପୋର୍ଟ ଦେବେ

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍ ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି । ଏଥିଲାଗି ୫ ଜଣିଆ ଟିମ୍ ଗଠନ କରାଯାଇଛି। ବ୍ରହ୍ମପୁରର ଏମକେସିଜିରୁ ୩ ଓ କଟକର ଏସସିବିରୁ୨ ଜଣିଆ ଟିମ୍ ସହିଦ ଲଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ଯାଇ ଘଟଣାର ଫୁଙ୍ଖାନୁପୁଙ୍ଖ ତଦନ୍ତ କରିବେ ବୋଲି ଜଣାଯାଇଛି । ଆସନ୍ତାକାଲି ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ […]

Read More Text.
Img 20250603 wa0086

୬୦ ରୁ ଉର୍ଦ୍ଧ୍ବ ଜବରଦଖଲ ଉଛେଦ କ୍ଷତିଗ୍ରସ୍ତ ପରିବାରଙ୍କୁ ନ୍ୟାୟ,କ୍ଷୟକ୍ଷତିପୂରଣ ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜରାସ୍ତାରେ କଂଗ୍ରେସ ଦଳ; ମୁଣ୍ଡ ନୁଆଇଁଲା ପ୍ରଶାସନ 

ବାରିପଦା- ବାମନଘାଟି ଉପଖଣ୍ଡ କୁ ବିକାଶ ଏବଂ  ଓଡ଼ିଶାର ଏକ ଅଗ୍ରଣୀ ସହର ତଥା ଅନନ୍ୟ ବିକଶିତ ସହର  ନିର୍ମାଣ ପାଇଁ  ଗତ ନିର୍ବାଚନରେ  ପ୍ରତିଶ୍ରୁତି ଦେଇଥିବା ଡବଲ ଇଞ୍ଜିନ ସରକାର ଏବେ ଅଣ୍ଟା ଭିଡିଛି  । ଏଥିପାଇଁ  ବିଭିନ୍ନ ପ୍ରକଳ୍ପ ପାଇଁ କୋଟି କୋଟି ଟଙ୍କା ଅର୍ଥ ଅନୁମୋଦନ କରିଛନ୍ତି ।ଦାଣ୍ଡବୋଷର ଉଡାନ ଯୋଜନା,ଵାଇଦାପଶୀ ଷ୍ଟାଡିୟମ , ଆଦିବାସୀ ରିସର୍ଚ୍ଚ ସେଣ୍ଟର,ହେରିଟେଜ ହୋମ,ସାର୍କିଟ ହାଉସ, ବାଇପାସ୍ ନିର୍ମାଣ,ସୁପର‌ହସ୍ପିଟାଲ ,ଆଇଟିଆଇ,ଫାଣ୍ଡି, ଫୁଡ୍ ପ୍ରୋସେସିଂ ପ୍ଳାଣ୍ଟ , ଅତ୍ୟାଧୁନିକ ରାଇରଙ୍ଗପୁର […]

Read More Text.